ଆଜି ଦେଶ ପାଳୁଛି ବିଜୟ ଦିବସ । ଭାରତ ଆଜି ୫୨ ତମ ‘ବିଜୟ ଦିବସ’ ପାଳନ କରୁଛି । ଦେଶର ବିଭିନ୍ନ ସ୍ଥାନରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ଦେଶବ୍ୟାପୀ ଭାରତୀୟ ସେନା ପାଳୁଛି ବିଜୟ ଦିବସ । ସହିଦଙ୍କୁ ଝୁରୁଛି ସାରା ଦେଶ । ୧୯୭୧ ଯୁଦ୍ଧରେ ଆଜିର ଦିନରେ ପାକିସ୍ତାନ ଉପରେ ବିଜୟ ଲାଭ କରିଥିଲା ଭାରତୀୟ ସେନା। ୧୯୭୧ ଡିସେମ୍ବର ୩ରେ ଭାରତର ୧୧ଟି ଏୟାରଫୋର୍ସ ଷ୍ଟେସନରେ ଏରିଅଲ ଷ୍ଟ୍ରାଇକ କରିଥିଲା ପାକିସ୍ତାନ। ପୂର୍ବ ପାକିସ୍ତାନରେ ଚାଲିଥିବା ମୁକ୍ତିଯୁଦ୍ଧରେ ସେହିଦିନ ଭାରତ ଏଣ୍ଟ୍ରି ମାରିଥିଲା। ଯୁଦ୍ଧ ୧୩ ଦିନ ଚାଲିଲା। ୯୦ ହଜାର ପାକିସ୍ତାନୀ ସୈନ୍ୟଙ୍କ ଆତ୍ମସମର୍ପଣ ସହ ଯୁଦ୍ଧ ଶେଷ ହୋଇଥିଲା। ବିଭାଜିତ ହୋଇଥିଲା ପାକିସ୍ତାନ। ସୃଷ୍ଟି ହୋଇଥିଲା ନୂଆଦେଶ ବାଂଲାଦେଶ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post