ପଞ୍ଜାବର ଜେଲ ଭିତରେ ବିକ୍ରି ହେଉଛି ନିଶାଦ୍ରବ୍ଯ । ମାନ୍ ସରକାର ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି ପଞ୍ଜାବର ପୂର୍ବତନ କଂଗ୍ରେସ ମୁଖ୍ଯ ନବଜୋତ ସିଂ ସିଦ୍ଧୁ । ବଡକଥା ହେଉଛି ଯଦି ଏହି ଅଭିଯୋଗ ମିଥ୍ଯା ସାବ୍ଯସ୍ତ ହୁଏ ତେବେ ସେ ରାଜନୀତିରୁ ସନ୍ନ୍ଯାସ ନେବେ ବୋଲି କହିଛନ୍ତି ସିଦ୍ଧୁ । ଜେଲ୍ ଭିତରେ ନିଶାଦ୍ରବ୍ଯ ବିକ୍ରି ହେଉଥିଲେ ବି ସରକାର କୌଣସି ପଦକ୍ଷେପ ନେଉନାହାନ୍ତି ବୋଲି ମୁଖ୍ଯମନ୍ତ୍ରୀ ଭଗଓ୍ବନ୍ତ ମାନଙ୍କୁ ସେ ଟାର୍ଗେଟ କରିଛନ୍ତି ।ମୁଖ୍ଯମନ୍ତ୍ରୀଙ୍କ ହାତରେ ଜେଲ୍ ବିଭାଗ ଥିଲେ ବି କିପରି ଜେଲରେ ଡ୍ରଗ୍ସ ବିକ୍ରି ହେଉଛି ବୋଲି ସେ ପ୍ରଶ୍ନ କରିଛନ୍ତି । 1988ରେ ରୋଡରେଜ୍ ମାମଲାରେ ସୁପ୍ରିମକୋର୍ଟ ନିର୍ଦ୍ଦେଶରେ 10 ମାସ ଜେଲଦଣ୍ଡ ଭୋଗିଥିବା ସିଦ୍ଧୁଙ୍କ ବୟାନ ଚାଞ୍ଚଲ୍ଯ ସୃଷ୍ଟି କରିଛି । 1988ର ରୋଡରେଜ ଘଟଣାରେ ପାଟିଆଲାରେ ଗୁରନାମ ସିଂଙ୍କ ମୃତ୍ଯୁ ହୋଇଥିଲା ।
Trending
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
- କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ
- ଖାନ ସାରଙ୍କ ବିରୋଧରେ ହତ୍ୟା ଉଦ୍ୟମ ଏବଂ ଅସ୍ତ୍ରଶସ୍ତ୍ର ଆଇନ ଉଲ୍ଲଙ୍ଘନ ଅନୁଯାୟୀ ଏକ ମାମଲା ରୁଜୁ
- ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
Next Post