ନୂଆଦିଲ୍ଲୀ:ସଂସଦରେ ସୁରକ୍ଷା ତ୍ରୁଟି କୁ ନେଇ ଲଗାତାର ଚତୁର୍ଥ ଦିନ ଲୋକସଭାରେ ଉତ୍ତେଜନା ଦେଖାଦେଇଥିଲା । ଲୋକସଭାରେ ସୁରକ୍ଷା ତ୍ରୁଟି ଘଟଣାରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହାଙ୍କ ବୟାନ ଦାବି କରି ବିରୋଧୀ ଏମପିଙ୍କ ହଙ୍ଗାମା ପାଇଁ ଉଭୟ ଗୃହରୁ ୯୨ ସଦସ୍ୟ ନିଲମ୍ବିତ ହୋଇଛନ୍ତି। ଲୋକସଭାରେ ସମୁଦାୟ ୩୩ ବିରୋଧୀ ସାଂସଦଙ୍କୁ ନିଲମ୍ବିତ କରାଯିବା ପରେ ସନ୍ଧ୍ୟାରେ ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନଖଡ ୪୫ ବିରୋଧୀ ସାଂସଦଙ୍କୁ ନିଲମ୍ବିତ କରିଥିଲେ। ଏହାପୂର୍ବରୁ ଡିସେମ୍ବର ୧୪ ରେ ୧୩ ଜଣ ସାଂସଦଙ୍କୁ ଲୋକସଭାରୁ ନିଲମ୍ବିତ କରାଯାଇଥିଲା। ଟିଏମସି ସାଂସଦ ଡେରେକ ଓ’ବ୍ରାଇନଙ୍କୁ ରାଜ୍ୟସଭାରୁ ନିଲମ୍ବିତ କରାଯାଇଥିଲା। ଶୀତ ଅଧିବେଶନରୁ ମୋଟ ୯୨ ସାଂସଦଙ୍କୁ ନିଲମ୍ବିତ କରାଯାଇଛି। ଲୋକସଭାରେ ଏପର୍ଯ୍ୟନ୍ତ ମୋଟ ୪୬ ସାଂସଦଙ୍କୁ ନିଲମ୍ବିତ କରାଯାଇଛି। ରାଜ୍ୟସଭାରେ ମଧ୍ୟ ମୋଟ ୪୬ ସାଂସଦଙ୍କୁ ନିଲମ୍ବିତ କରାଯାଇଛି।
Trending
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
Next Post