କେଜ୍ରିୱାଲଙ୍କୁ ପୁଣି ଥରେ ଇଡି ସମନ କରିଛି । ମଦ ଦୁର୍ନୀତି ମାମଲାରେକେଜ୍ରିୱାଲଙ୍କୁ ପୁଣି ED ସମନ କରିବାକୁ ନେଇ ରାଜନୀତି ଜୋର ଧରିଛି । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆପ୍ ଆବାହକ ଅରବିନ୍ଦ କେଜ୍ରିୱାଲଙ୍କୁ ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ପୁଣି ଥରେ ସମନ୍ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ଡିସେମ୍ବର ୨୧ରେ ତାଙ୍କୁ ଇଡି କାର୍ଯ୍ୟାଳୟରେ ହାଜର ହେବାକୁ ନୋଟିସ୍ କରାଯାଇଛି। ପୂର୍ବରୁ ମଧ୍ୟ ନଭେମ୍ବର ୨ରେ ହାଜର ହେବାକୁ ଇଡି ତାଙ୍କୁ ନୋଟିସ୍ କରିଥିଲା । ତେବେ ଏହି ନୋଟିସକୁ ଅସ୍ପଷ୍ଟ, ଉଦ୍ଦେଶ୍ୟମୂଳକ ଓ ବେଆଇନ ଦର୍ଶାଇ ହାଜର ହୋଇନଥିଲେ କେଜ୍ରିୱାଲ। ତେଣୁ ଇଡି ତାଙ୍କୁ ପୁଣି ଥରେ ସମନ କରିଛି । ସୂଚନା ଯୋଗ୍ୟ ଯେ, ବହୁ ଚର୍ଚ୍ଚିତ ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଆପ୍ ଦଳର ଦୁଇ ପ୍ରମୁଖ ନେତା ମନୀଶ ସିସୋଦିଆ ଏବଂ ସଞ୍ଜୟ ସିଂ ଗିରଫ ହୋଇସାରିଛନ୍ତି ।
Trending
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
Prev Post
Next Post