ଆଜି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ହେବ କୋଭିଡ ବୈଠକ। ସବୁ ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ବୈଠକ କରିବେ କେନ୍ଦ୍ର ସରକାର। କୋଭିଡ ସ୍ଥିତି ସମୀକ୍ଷା କରିବେ। କେରଳ ଓ କର୍ଣ୍ଣାଟକରେ ସଂକ୍ରମଣ ବଢିବା ପରେ ଗାଇଡଲାଇନ ଜାରି କରାଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ବୈଷୟିକ କମିଟି ଆଲୋଚନା କରିଛନ୍ତି।ଆବଶ୍ୟକ ପଡିଲେ, ରାଜ୍ୟ ଜାରି କରି ପାରେ ଗାଇଡଲାଇନ। ଏବେ ବି ସର୍ଭେଲାନ୍ସ ଜାରି ରହିଛି। ଯେଉଁ ମାନଙ୍କର ଥଣ୍ଡା କାଶ ଜ୍ଵର ଅଧିକ ଦିନ ରହୁଛି, ଯେପରି ଆଗରୁ କୋଭିଡ ଟେଷ୍ଟ କରାଯାଉଥିଲା ସେମିତି ଟେଷ୍ଟ କରାଯିବ। ଏବେ ଯାଏଁ ନୂଆ ଭାରିଏଣ୍ଟ ରାଜ୍ୟରେ ଚିହ୍ନଟ ହୋଇନାହିଁ। ଯଦି ଆସେ, ଜିନୋମ ସିକ୍ୱେନ୍ସ ପାଇଁ ପଠାଯିବ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Next Post