ସାରା ଓଡ଼ିଶା ଥରୁଛି ଉତ୍ତରରୁ ଉପାନ୍ତ। ସବୁଠି ପାରଦ ତଳ ମୁହାଁ ହୋଇଥିବାରୁ ଥଣ୍ଡାରେ ଥରୁଛି ସାରା ଓଡ଼ିଶା। ରାତିର ସର୍ବନିମ୍ନ ସ୍ବାଭାବିକ ତାପମାତ୍ରା ୨ରୁ ୩ ଡିଗ୍ରୀ ତଳକୁ ଖସି ଆସିଛି। ୧୪ ସହରର ରାତି ତାପମାତ୍ରା ୧୦ ଡିଗ୍ରୀଠୁ କମ ରହିଛି। ଚଳିତବର୍ଷ ରାଜ୍ୟର ସର୍ବନିମ୍ନ ତାପମାତ୍ରା କନ୍ଧମାଳ ଜିଲ୍ଲା ଜି. ଉଦୟଗିରିରେ ୫ ଡିଗ୍ରୀ ରେକର୍ଡ କରାଯାଇଛି। ଫୁଲବାଣୀରେ ୭, କିରେଇରେ ୭.୫, କୋରାପୁଟରେ ୮, ସେମିଳିଗୁଡ଼ାରେ ୮.୪ ଓ ଦାରିଙ୍ଗବାଡ଼ିରେ ୮.୫ ଡିଗ୍ରୀ ରେକର୍ଡ କରାଯାଇଛି। କଟକ ଓ ଭୁବନେଶ୍ବରରେ ପାରଦ ସର୍ବନିମ୍ନସ୍ତର ୧୩ ଡିଗ୍ରୀକୁ ଖସିଆସିଛି।
Trending
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
- ଦିଲ୍ଲୀରେ ଖୁବ୍ ଜୋର୍ରେ ବର୍ଷା , ତଳିଆ ଅଞ୍ଚଳ ଆଣ୍ଠୁଏ ପାଣି
Prev Post