ସାରା ବିଶ୍ୱରେ ଏକ ଦ୍ରୁତ ଅଭିବୃଦ୍ଧି ସମ୍ପନ୍ନ ଅର୍ଥ ବ୍ୟବସ୍ଥା ଭାବେ ଉଭା ହୋଇଛି । ତେବେ ଗୋଟିଏ ପଟେ ଦେଶର ଅର୍ଥନୀତି ଆଗକୁ ବଢ଼ୁ୍ଥିବା ବେଳେ ଅନ୍ୟପଟେ ଦେଶର ଋଣ ଭାର ମଧ୍ୟ ବଢ଼ିବାରେ ଲାଗିଛି । ଦେଶର ମୋଟ କରଜ ଚଳିତ ଆର୍ଥିକ ବର୍ଷର ଜୁଲାଇ-ସେପ୍ଟେମ୍ବର ତିନି ମାସରେ ବୃଦ୍ଧି ପାଇଁ ୨.୪୭ ଲକ୍ଷ କୋଟି ଡଲାର ବା ୨୦୫ ଲକ୍ଷ କୋଟି ଟଙ୍କାରେ ପହଞ୍ଚି ଯାଇଛି ।ଏକ ରିପୋର୍ଟ ମୁତାବକ, ଏହା ପୂର୍ବରୁ ଆର୍ଥିକ ବର୍ଷର ଜାନୁଆରୀ-ମାର୍ଚ୍ଚ ତିନି ମାସରେ ମୋଟ କରଜ ୨.୩୪ ଲକ୍ଷ କୋଟି ଡଲାର ବା ପାଖାପାଖି ୨୦୦ ଲକ୍ଷ କୋଟି ରହିଥିଲା । ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ତଥ୍ୟକୁ ଆଧାର କରି ଏହି ରିପୋର୍ଟ ପ୍ରସ୍ତୁତ କରାଯାଇଛି । ସେପ୍ଟେମ୍ବର ତିନିମାସରେ କେନ୍ଦ୍ର ସରକାରଙ୍କ କରଜ ୧୬୧.୧ ଲକ୍ଷ କୋଟି ରହିଥିବା ବେଳେ ମାର୍ଚ୍ଚରେ ତାହା ୧୫୦.୪ ଲକ୍ଷ କୋଟିରେ ପହଞ୍ଚିଥିଲା । ଏଥିସହିତ ସେଥିରେ ରାଜ୍ୟମାନଙ୍କର ମୋଟ ୫୦.୧୮ ଲକ୍ଷ କୋଟିର କରଜ ସାମିଲ ରହିଥିଲା ।
Trending
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
- ଏଣିକି ଜମି କିଣାବିକା ପଞ୍ଜୀକରଣ ଦଲିଲ ମାତ୍ର ଚାରି ପୃଷ୍ଠାରେ ସୀମିତ ରହିବା ସହ ସେଲ୍ ଡିଡ୍ ରେଜିଷ୍ଟ୍ରେସନ ସମ୍ପୂର୍ଣ୍ଣ ପେପରଲେସ୍ ହେବ
- ଓଡ଼ିଶା ଯାତ୍ରୀ ସୁରକ୍ଷା ଆପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ସ୍କୁଲ ଆସିବା-ଯିବା କିମ୍ବା ପରିସରରେ ଛାତ୍ରଛାତ୍ରୀଙ୍କ ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ସହାୟତା ଘୋଷଣା କଲେ ରାଜ୍ୟ ସରକାର
- ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି, ମିଳିଲା ଜାମିନି
- ପବିତ୍ର ଜନ୍ମାଷ୍ଟମୀ ପାଇଁ ଚଳଚଞ୍ଚଳ କନ୍ଧମାଳ ଜିଲ୍ଲା, ଆଶ୍ରମରେ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ
- ଆସନ୍ତାକାଲି ମିଳିବ ସିଏମ୍-କିଷାନ ଯୋଜନାର ପଞ୍ଚମ କିସ୍ତି,ରାଜ୍ୟର ୪୧ ଲ୪ରୁ ଉର୍ଦ୍ଧ କୃଷକ ପରିବାର ଉପକୃତ ହେବେ
- ଭିତରକନିକାରେ ତିନି ଦିନ ଧରି ପକ୍ଷୀ ଗଣନା ଚାଲିବ,ସକାଳ ୬ରୁ ଦିନ ୧୨ଟା ପର୍ଯ୍ୟନ୍ତ ପକ୍ଷୀ ଗଣନା
Prev Post
Next Post