ଅସହ୍ୟ ଶୀତରେ ଥରୁଛି ଦେଶ। ଉତ୍ତରରୁ ପୂର୍ବ ଭାରତ ପର୍ଯ୍ୟନ୍ତ ଭୟଙ୍କର ଶୀତ ଲହରୀ। ସାରା ଓଡ଼ିଶାରେ ଶୀତ ଲହରୀ। ଉପକୂଳରୁ ଉପାନ୍ତ, ସବୁଠି ଅସହ୍ୟ ଜାଡ଼। ଗତ କିଛି ଦିନ ହେଲା ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥବା ଥଣ୍ଡା ଓ ଶୁଷ୍କ ପବନ ଯୋଗୁ ଅସହ୍ୟ ଜାଡ଼ ଅନୁଭବ ହେଉଛି। ଶୀତ ସାଙ୍ଗକୁ କୁହୁଡ଼ି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ସ୍ଥାନରେ ଘନ କୁହୁଡ଼ି ଯୋଗୁ ଯାତାୟାତ ବାଧାପ୍ରାପ୍ତ । ଆସନ୍ତା ୨୫ ତାରିଖ ସକାଳ ଯାଏ ଘନ କୁହୁଡ଼ିର ସମ୍ଭାବନା ରହିଛି ।
Trending
- ବିହାର ବିଧାନସଭା ନିର୍ବାଚନ , ଦିନ ୧୦ଟା ସୁଦ୍ଧା ୧୩.୧୩% ମତଦାନ
- ଗ୍ରୀନ୍ ଇଣ୍ଡିଆ ଚିଟ୍ ଫଣ୍ଡ୍ ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ବ୍ରହ୍ମପୁରରେ ଚଢ଼ାଉ କରିଛି
- ଗୁରୁବାର ପାଇଁ ମାଡ଼ ଖାଇଛି ଛାଡ଼ଖାଇ
- ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ,୧୩୧୪ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ୩କୋଟି ୭୫ଲକ୍ଷ ଭୋଟର
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
Prev Post