ରାଜ୍ୟରୁ ଜଣେ କୋଭିଡ ପଜିଟିଭ ଚିହ୍ନଟ । କୋଭିଡର ନୂଆ ଭାରିଆଣ୍ଟ JN.1ର ସଂକ୍ରମଣ ବଢ଼ିବା ପରେ କେନ୍ଦ୍ର ସରକାର ସବୁ ରାଜ୍ୟକୁ ରିପୋର୍ଟ ଦେବା ପାଇଁ ଚିଠି କରିବା ପରେ ପ୍ରଥମ ଆକ୍ରାନ୍ତ ଚିହ୍ନଟ ହୋଇଛି । ଓଡ଼ିଶାରୁ ଚିହ୍ନଟ ପରେ ସଂକ୍ରମିତ ରାଜ୍ୟ ସଂଖ୍ୟା ୨୦ରେ ପହଞ୍ଚିଛି ।ସେପଟେ ସ୍ୱାସ୍ଥ୍ୟ ବିଭାଗକୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ ବିଜୟ ମହାପାତ୍ର । କୋଭିଡ ଲକ୍ଷଣ ଦେଖାଗଲେ ପରୀକ୍ଷା କରିବା ପାଇଁ ଅପିଲ କରିଛନ୍ତି ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ। ଆବଶ୍ୟକ ପଡିଲେ ପରୀକ୍ଷା ସେଣ୍ଟର ବଢ଼ାଯିବ। ମାସ୍କ ବାଧ୍ୟତା ମୂଳକ ପାଇଁ ଗାଇଡ଼ଲାଇନ ଆସିନାହିଁ। ସର୍ଭିଲାନ୍ସ ବଢେଇବା ସହ ସତର୍କ ରହିବା ପାଇଁ ସେ ଅପିଲ କରିଛନ୍ତି । ଭାରତରେ ଯେତିକି ଲୋକ ପଜେଟିଭ ଆସିଛନ୍ତି ୯୮% ରୁ ଅଧିକ ଲୋକ ଘରେ ରହି ଚିକିତ୍ସିତ ହେଉଛନ୍ତି। କ୍ବଚିତ୍ ସଂକ୍ରମିତ ସିଭୟର ହେଉଛନ୍ତି ।
Trending
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
- ଆଜି ପବିତ୍ର ଦୋଳପୂର୍ଣ୍ଣିମା,ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡାକିଲେ ବିଧାୟକ ଦଳ ବୈଠକ
Prev Post
Next Post