ସରକାରୀ ଟେଲିକମ୍ କଂପାନି ଭାରତ ସଞ୍ଚାର ନିଗମ ଲିମିଟେଡ୍ (ବିଏସ୍ଏନ୍ଏଲ୍) । କଂପାନିର ଗ୍ରାହକଙ୍କ ବହୁ ସମ୍ବେଦନଶୀଳ ତଥ୍ୟ ଲିକ୍ ହୋଇଥିବା ହୋଇଛି ଅଭିଯୋଗ । ହ୍ୟାକର୍ମାନେ କଂପାନିର ସର୍ଭରରେ ପ୍ରବେଶ କରି ତଥ୍ୟ ଚୋରାଇନେବା ସହ ତାହାକୁ ଡାର୍କ ୱେବ୍ରେ ଉପଲବ୍ଧ କରାଇଛନ୍ତି । ସୂଚନା ଅନୁସାରେ ବିଏସ୍ଏନ୍ଏଲ୍ର ଫାଇବର୍ ଓ ଲ୍ୟାଣ୍ଡ୍ଲାଇନ୍ ଗ୍ରାହକଙ୍କ ତଥ୍ୟ ଲିକ୍ ହୋଇଛି । ଯେଉଁଥିରେ ରହିଛି ଗ୍ରାହକଙ୍କ ଇ-ମେଲ୍ ଠିକଣା, ବିଲ୍ ବିବରଣୀ, ଯୋଗାଯୋଗ ନମ୍ବର ଭଳି ବହୁ ଗୁରୁତ୍ବପୂର୍ଣ୍ଣ ତଥ୍ୟ ।ଏନେଇ ସରକାରୀ ସାଇବର ନିରାପତ୍ତା ଏଜେନ୍ସି ସିଇଆର୍ଟି-ଇନ୍କୁ ଏହି ଆକ୍ରମଣ ସମ୍ପର୍କରେ ଅବଗତ କରାଯାଇଛି । ସାଇବର ନିରାପତ୍ତା ବିଶେଷଜ୍ଞମାନଙ୍କ ମତରେ ଗ୍ରାହକଙ୍କ ଗୁରୁତ୍ବପୂର୍ଣ୍ଣ ତଥ୍ୟ ଲିକ୍ ହୋଇଥିବାରୁ ସେମାନଙ୍କ ବ୍ୟକ୍ତିଗତ ଗୋପନୀୟତା ପ୍ରଭାବିତ ହେବାର ଆଶଙ୍କା ରହିଛି ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Next Post