ଭାରତର ଝିଅମାନେ ମଧ୍ୟ ଆଦୌ କମ୍ ନୁହଁନ୍ତି । ଆଜି ଅର୍ଥାତ ୨୪ ଡିସେମ୍ବର ୨୦୨୩ରେ ଟେଷ୍ଟ କ୍ରିକେଟ୍ ପିଚରେ ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆ ମହିଳା ଦଳକୁ ପରାସ୍ତ କରି ଏହା ପ୍ରମାଣ କରିଛନ୍ତି । ସମଗ୍ର ଭାରତୀୟ କ୍ରିକେଟ୍ ଫ୍ୟାନ୍ସମାନେ ଦୀର୍ଘ ୪୬ ବର୍ଷ ଧରି ଏହି ମୁହୂର୍ତ୍ତକୁ ଅପେକ୍ଷା କରିଥିଲେ ।ପୁରୁଷ ଦଳକୁ ଅନେକ ଥର ଏଭଳି ଜିତିଥିବାର ଦେଖିବାକୁ ମିଳିଛି । କିନ୍ତୁ ମହିଳା କ୍ରିକେଟରେ ପ୍ରଥମ ଥର ପାଇଁ ଏକ ଦୀର୍ଘତମ ଫର୍ମାଟରେ ଅଷ୍ଟ୍ରେଲିଆ ଉପରେ ଭାରତର ବିଜୟ ଦେଖିବାକୁ ମିଳିଛି । ଭାରତୀୟ ମହିଳା କ୍ରିକେଟ୍ ଦଳ ଅଷ୍ଟ୍ରେଲିଆ ବିପକ୍ଷରେ ମୁମ୍ବାଇରେ ଖେଳାଯାଇଥିବା ଟେଷ୍ଟରେ ୮ ୱିକେଟରେ ଜିତିଛି ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post