ଭୁବନେଶ୍ବର: ରାଜ୍ୟରେ ଗତକାଲି ଜଣେ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଆଜି ଆଉ ଜଣେ ଚିହ୍ନଟ ହୋଇଛନ୍ତି । ଆଜିର ସଂକ୍ରମିତଙ୍କୁ ମିଶାଇ ଆକ୍ଟିଭ କେସ ୨ରେ ପହଞ୍ଚିଛି । ୨୦ ଦିନର ବ୍ୟବଧାନ ପରେ ଗତକାଲି ଜଣେ ସଂକ୍ରମିତ ଚିହ୍ନଟ ହୋଇଥିଲେ । ଦେଶରେ ବଢୁଥିବା କୋଭିଡ ସଂକ୍ରମିତଙ୍କ ସଂଖ୍ୟାକୁ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ସଚେତନ ବାର୍ତ୍ତା ଦେଇଛି । ବୟସ୍କ ଓ ଏକାଧିକ ରୋଗରେ ପୀଡିତ ରୋଗୀଙ୍କୁ ମାସ୍କ ପିନ୍ଧିବାକୁ ଅନୁରୋଧ କରିଛି ସ୍ବାସ୍ଥ୍ୟ ବିଭାଗ । ଜନଗହଳି ସ୍ଥାନକୁ ନଯିବାକୁ ପରାମର୍ଶ ଦିଆଯାଇଛି । ଜନଗହଳି ସ୍ଥାନକୁ ଗଲେ ମାସ୍କ ପିନ୍ଧିବା ସହ ସର୍ତକ ରହିବାକୁ ସଚେତନ କରିଛି ସ୍ବାସ୍ଥ୍ୟ ବିଭାଗ ।
Trending
- ହଠାତ୍ ସୃଷ୍ଟିହୋଇଥିବା ବର୍ଷା ଓ ପବନ ଯୋଗୁଁ ,ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ହେଲିକପ୍ଟରର ଜରୁରୀ ଅବତରଣ
- ମୁମ୍ବାଇ ବିମାନବନ୍ଦରରୁ ଯାତ୍ରୀଙ୍କ ବ୍ୟାଗରୁ ୨୯ଟି ବିଦେଶୀ ବନ୍ୟଜନ୍ତୁଙ୍କୁ ଜବତ କରିଛି କଷ୍ଟମ ବିଭାଗ
- ସମ୍ବଲପୁରରୁ ଆସିଛି ବଡ଼ ଅଘଟଣ,ବାଇକ ଚେନ୍ କ୍ରାଙ୍କରେ ପିଟି ପିଟି ମାଆ ଝିଅଙ୍କୁ ବୀଭତ୍ସ ହତ୍ୟା
- ‘ୱି ଦି ଲିଡର’ ଆନ୍ଦୋଳନର ଶୁଭାରମ୍ଭ କରିଛନ୍ତି କେ. ଆନ୍ନାମଲାଇ,ମାତ୍ର କେଇ ଘଣ୍ଟା ମଧ୍ୟରେ ୧୫ ଲକ୍ଷରୁ ଅଧିକ ଲୋକ ଏଥିରେ ସାମିଲ ହୋଇ ଏକ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି
- ମୃତ ସୌମ୍ୟଙ୍କ ମୌଜପୁର ଘରେ ଖୋଳତାଡ଼ କରୁଛନ୍ତି କ୍ରାଇମବ୍ରାଞ୍ଚ ଟିମ୍,ହାତଲେଖା ଡାଇରୀ ଜବତ କରିବା ପାଇଁ ଏହି ଟିମ୍ ତାଙ୍କ ଘରେ ପହଞ୍ଚିଛି
- ୬ ଦିନିଆ ଦିଲ୍ଲୀ ଗସ୍ତ ସାରି ଓଡ଼ିଶା ଫେରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
- ପାଟନା ସିଭିଲ କୋର୍ଟରେ ଗୁଳିକାଣ୍ଡ ମାମଲାରେ ଚର୍ଚ୍ଚିତ ଶିକ୍ଷକ ଖାନ୍ ସାର୍
- ରାଜ୍ୟରେ ମୋଟ ୩,୭୯୩.୩୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବାକୁ ଯାଉଥିବା ବେଳେ ୧୯,୯୨୪ ଜଣଙ୍କ ପାଇଁ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ
- ଅନ୍ତର୍ଜାତୀୟ ରଜ ଉତ୍ସବ ଉପରେ କାଳବୈଶାଖୀ ମାଡ଼,ବ୍ୟବସାୟୀଙ୍କ ସାମଗ୍ରୀରେ ପାଣି ପଶି ଲକ୍ଷାଧିକ ଟଙ୍କାର କ୍ଷତି ହୋଇଛି
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
Prev Post
Next Post