ଭାରତରେ କୋଭିଡ୍-୧୯ ମାମଲା ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଭାରତରେ ୬୩ ଜଣ କୋଭିଡ୍ର ନୂତନ ସବ୍ଭାରିଆଣ୍ଟ ଜେଏନ୍.୧ ଦ୍ବାରା ଆକ୍ରାନ୍ତ ହୋଇଛନ୍ତି। ଏହାଦ୍ବାରା ବର୍ତ୍ତମାନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪,୦୫୪କୁ ବୃଦ୍ଧି ପାଇଥିବା ବେଳେ କେରଳରୁ ସର୍ବାଧିକ ମାମଲା ସାମ୍ନାକୁ ଆସିଛି। ନୂଆ ସବ୍ଭାରିଆଣ୍ଟ ଜେଏନ୍.୧ ଯୋଗୁଁ ରାଜ୍ୟଗୁଡ଼ିକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି।
Trending
- ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାର ତତ୍ପର – ସୁରେଶ ପୂଜାରୀ
- ଓଡ଼ିଶାର ସର୍ବବୃହତ ପ୍ରେକ୍ଷାଳୟ ‘କଳାମଣ୍ଡଳ’ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
- “ଯେତେବେଳେ ମୋବାଇଲ୍ ଫୋନ୍ ଥାଏ, ବିହାରକୁ ଲଣ୍ଠନର ଆବଶ୍ୟକତା ନାହିଁ – ପ୍ରଧାନମନ୍ତ୍ରୀ ମୋଦୀ
- ଗିରଫ ବିକ୍ରମ ପଣ୍ଡାଙ୍କ ପାଇଁ କୋର୍ଟରେ ୪୪ ଜଣ ଓକିଲ ଲଢ଼ିବେ
- ନୂଆପଡା ଲଢେଇରେ କେଉଁ ପ୍ରାର୍ଥୀ ଆଗରେ ?
- ନୂଆପଡା ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତା ଆମ ସମସ୍ତଙ୍କୁ ପ୍ରଭାବିତ କରିଛି
- ରାଜ୍ୟର ଶାସନ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଥିବା ବେଳେ ବିଜେପି ଆକ୍ରୋଶମୂଳକ ରାଜନୀତି ଆରମ୍ଭ କରିଛି: ବିଜେଡି
- ରାଜ୍ୟରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା
- ବସରେ ଲାଗିଲା ନିଆଁ , ୧୧ ମୃତ ୧୨ ଆହତ
- ବେଦାନ୍ତ ପକ୍ଷରୁ ଓଡିଶାରେ ପ୍ରାୟ ୧ ଲକ୍ଷ କୋଟି ଟଙ୍କାର ହେବ ପୁଞ୍ଜି ନିବେଶ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
Prev Post
Next Post