ସକାଳୁ ଆସାମର ତେଜପୁର ଜିଲ୍ଲାରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ନ୍ୟାସନାଲ ସେଣ୍ଟର ଫର୍ ସେସମୋଲୋଜି ରିପୋର୍ଟ ଅନୁଯାୟୀ ସକାଳ ୫ଟା ୫୩ ମିନିଟରେ ଏହି ଭୂକମ୍ପ ଅନୁଭୂତ ହୋଇଥିଲା ଯାହାର ରିକ୍ଟର ସ୍କେଲରେ ତୀବ୍ରତା ୩.୪ ରେକର୍ଡ଼ କରାଯାଇଥିବା ବେଳେ ଭୂପୃଷ୍ଠରୁ ଗଭୀରତା ୨୦ କିମି ରହିଥିବା ଜଣାପଡ଼ିଛି । ଏହି ଭୂକମ୍ପ ଯୋଗୁଁ କାହାର ଧନଜୀବନ ହାନି ହୋଇଥିବା ଖବର ମିଳିନି । ଏନେଇ ଏଏନ୍ଆଇ ପକ୍ଷରୁ ‘ଏକ୍ସ’ରେ ପୋଷ୍ଟ କରାଯାଇଛି ।
Trending
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
Prev Post
Next Post