ସବୁଠି ଘନ କୁହୁଡ଼ିର ଆସ୍ତରଣ । ଫଳରେ ଯାତାୟାତରେ ବାଧା ସୃଷ୍ଟି ହେଉଛି। ଲୋକମାନେ ଗାଡ଼ି ଲାଇଟ ଜଳାଇ ଯିବାଆସିବା କରୁଛନ୍ତି । ଘନ କୁହୁଡି ସମୟରେ ଭିଜିବିଲିଟି ୫୦ ମିଟରରୁ କମ ରହୁଛି । ଘନ କୁହୁଡ଼ି ପାଇଁ ୧୭ରୁ ଅଧିକ ସ୍ଥାନରେ ୟେଲୋ ଆଲର୍ଟ ଜାରି କରାଯାଇଛି ।ଆସନ୍ତା ୬ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ପବନର ପ୍ରଭାବ କମିବା ଫଳରେ ବାୟୁମଣ୍ଡଳରେ ଜଳୀୟବାଷ୍ପର ପରିମାଣ ବୃଦ୍ଧି ପାଉଛି । ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଉଛି ।
Trending
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
Prev Post
Next Post