ଆପଣ ChatGPT ବ୍ୟବହାର କରୁଛନ୍ତି ତେବେ ଆପଣଙ୍କ ପାଇଁ ଆସିଛି ଏକ ବଡ଼ ଖବର । ଆପଣ ଯେଉଁ ଇ-ମେଲ୍ IDରେ ଚାଟ୍ ଜିପିଟି ବ୍ୟବହାର କରୁଛନ୍ତି ତାହା ବର୍ତ୍ତମାନ ହ୍ୟାକର୍ସମାନଙ୍କ ଟାର୍ଗେଟରେ ରହିଛି । ଇଣ୍ଡିଆନା ୟୁନିଭର୍ସିଟି ବ୍ଲୁମିଙ୍ଗଟନ୍ର ଏକ ଅନୁସନ୍ଧାନକାରୀ ଟିମ୍ ChatGPTର ସବୁଠାରୁ ପାଓ୍ଵାରଫୁଲ ମଡେଲ୍ GPT-3.5 Turbo କୁ ନେଇ ଚେତାବନୀ ଦେଇଛନ୍ତି । ପିଏଚଡି ରୁଇ ଜୁଙ୍କ ନେତୃତ୍ୱରେ ଏହି ଟିମ୍ କହିଛି ଯେ ଚାଟ୍ ଜିପିଟି ବ୍ୟବହାର କରୁଥିବା ୟୁଜର୍ସଙ୍କ ଇ-ମେଲ୍ ଆଇଡି ଲିକ୍ ହୋଇଛି । ଟିମ୍ ଏହାକୁ ନେଇ ପ୍ରମାଣ ମଧ୍ୟ ଦେଖାଇଛି ।
Trending
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
- ଦିଲ୍ଲୀରେ ଖୁବ୍ ଜୋର୍ରେ ବର୍ଷା , ତଳିଆ ଅଞ୍ଚଳ ଆଣ୍ଠୁଏ ପାଣି
Prev Post
Next Post