ଓଡିଶା ଜୁଡ଼ିସିଆଲ ସର୍ଭିସ(ଓଜେଏସ)ରେଜଲ୍ଟ। ଏଥିରେ ସୁଶ୍ରିତା ମିଶ୍ର ଟପ୍ପର ହୋଇଥିବା ଦେଖିବାକୁ ମିଳିଛି। ସେହିପରି ଦ୍ୱିତୀୟ ସ୍ଥାନରେ ନୀଲିଶା ପଟ୍ଟନାୟକ ରହିଛନ୍ତି। ଅନ୍ୟପଟେ ତୃତୀୟ ସ୍ଥାନରେ ଅନନ୍ୟା ମିଶ୍ର ସ୍ଥାନ ପାଇଛନ୍ତି। ସେହିପରି ଚତୁର୍ଥରେ ରାଣୀ ରଞ୍ଜିତା ପଟ୍ଟନାୟକ ଥିବା ବେଳେ ପଞ୍ଚମରେ ଲୋପାମୁଦ୍ରା ଆଚାର୍ଯ୍ୟ, ଷଷ୍ଠ ସ୍ଥାନରେ ହର୍ଷିତା ମିଶ୍ର, ସପ୍ତମରେ ପ୍ରଜ୍ଞା ସୁମନ ମହାପାତ୍ର ଓ ଅଷ୍ଟମରେ ଏସ ଆର ତୋଷାଳି ରହିଛନ୍ତି। ତାଲିକାର ନବମରେ ସତ୍ୟଜିତ ପାଣି ଏବଂ ଦଶମରେ ଲଳିତେନ୍ଦୁ ଦେବତା ଅଛନ୍ତି। ଆଉ ସବୁଠାରୁ ବଡ଼ କଥା ହେଉଛି ଯେ, ଏଥିରେ ଝିଅଙ୍କ ରେଜଲ୍ଟ ଏକ ସ୍ୱତନ୍ତ୍ର ରେକର୍ଡ ସୃଷ୍ଟି କରିଛି। କୃତକାର୍ଯ୍ୟ ମୋଟ୍ ୫୫ ଜଣଙ୍କ ମଧ୍ୟରେ ରହିଛନ୍ତି ୩୯ ଜଣ ଝିଅ ଥିବା ଜଣାପଡ଼ିଛି। ତେବେ ପ୍ରଥମ ଆଠଟି ସ୍ଥାନରେ କେବଳ ଝିଅ ହିଁ ରହିଥିବା ଦେଖିବାକୁ ମିଳିଛି।
Trending
- ସାରା ଦେଶରେ ଜାଲି ଭୋଟର କାର୍ଡ ଯାଞ୍ଚ ହେବ
- ବିଜେଡି ଛାଡୁଛନ୍ତି ଅସନ୍ତୁଷ୍ଟ ବରିଷ୍ଠ ନେତା
- ଅସନ୍ତୁଷ୍ଟ ନେତାଙ୍କ ଉପରେ ବର୍ଷିଲେ ମନ୍ମଥ, ବିଜେଡିରେ ଗୋଷ୍ଠୀ କନ୍ଦଳ ତୀବ୍ର
- ୪ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ଅଧିକାରୀସ୍ତରରେ ଅଦଳବଦଳ
- ଆସୁଛି ଆଉ ଏକ ଲଘୁଚାପ
- ଭାରତର ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ୍ ଙ୍କ ରାଜନୈତିକ କ୍ୟାରିଅର୍ ସଂମ୍ପର୍କରେ ଜାଣନ୍ତୁ…..
- ମୋଦୀ ଯୁବା ମାରାଥନରେ ନିଶାମୁକ୍ତ ଭାରତର ବାର୍ତା ଦେବ ବିଜେପି ଯୁବମୋର୍ଚ୍ଚା
- ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି ସମଦୂରତା ରକ୍ଷାକରିବ
- ପୁଣି ବର୍ଷିଲେ ସୈାମ୍ୟ ରଞ୍ଜନ ପଟ୍ଟନାୟକ
- ନବୀନ ଦିଲ୍ଲୀରେ, ବିଜେଡି କାହାକୁ ଦେବ ଭୋଟ
Next Post