ରାଜ୍ୟରେ ଘନକୁହୁଡ଼ି ନେଇ ସତର୍କତା ଜାରି କରାଯାଇଛି । କାଲି ୧୫ ଜିଲ୍ଲାରେ ପ୍ରବଳ ଘନକୁହୁଡ଼ି ଦେଖାଯିବ । ଏନେଇ ସତର୍କ ସୂଚନା ଜାରି କରିଛନ୍ତି ଏସଆରସି । ତେବେ ଆସନ୍ତୁ ଜାଣିବା ରାଜ୍ୟର କେଉଁ ୧୫ଟି ଜିଲ୍ଲାରେ ଦେଖାଯିବ ଘନକୁହୁଡ଼ି ।ସୂଚନା ଅନୁଯାୟୀ, ପୁରୀ , ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ଅନୁଗୁଳ, ସୁନ୍ଦରଗଡ, କେନ୍ଦୁଝର, ଢେଙ୍କାନାଳ, କଟକ, କନ୍ଧମାଳ, ଜଗତସିଂହପୁର, କଳାହାଣ୍ଡି, ରାୟଗଡା, କୋରାପୁଟ ଆଦି ଜିଲ୍ଲାପାଳମାନଙ୍କୁ ସତର୍କ କଲେ ଏସଆରସି । ପ୍ରବଳ ଘନକୁହୁଡି ପାଇଁ ରାସ୍ତାରେ ଗାଡି ଚଳାଚଳ ବାଧାପ୍ରାପ୍ତ ହେବ ।
Trending
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
Prev Post
Next Post