କୋଭିଡ ସଂଖ୍ୟା ବୃଦ୍ଧିକୁ ନେଇ ଜନସ୍ୱାସ୍ଥ୍ୟ ନିର୍ଦେଶକଙ୍କ ପ୍ରତିକ୍ରିୟା। କୋଭିଡ ଟେଷ୍ଟିଙ୍ଗ ବଢିଛି, ଗତକାଲି ୬୯୦ ଟେଷ୍ଟ ହୋଇଛି, ସେଥିରୁ ୩୭୮ ହେଉଛି ଆରଟିପିସିଆର। ସେଥିରୁ ୩ଜଣ ପଜିଟିଭି ଚି଼ହ୍ନଟ ହୋଇଛନ୍ତି। ବର୍ତ୍ତମାନ ରାଜ୍ୟରେ ୮ଜଣ ଆକ୍ଟିଭ ରୋଗୀ ଅଛନ୍ତି। ସମସ୍ତେ ହୋମ ଆଇସୋଲେସନରେ ଅଛନ୍ତି, ମେଡିକାଲରେ କେହି ନାହାଁନ୍ତି ତେଣୁ ଆତଙ୍କିତ ହେବାର ନାହିଁ। ଆଗକୁ ବଢିବା ନେଇ ସ୍ଥିତି ଅନୁଧ୍ୟାନ କରାଯାଉଛି। ଜାତୀୟସ୍ତରୀୟ ତଥ୍ୟ ଅନୁସାରେ ଯେଉଁମାନେ ଆକ୍ରାନ୍ତ ହେଉଛନ୍ତି ୯୨ ପ୍ରତିଶତରୁ ଅଧିକ ହୋମ ଆଇସୋଲେସନରେ ଅଛନ୍ତି, କୋଭିଡ ପାଇଁ ମେଡିକାଲରେ ଆଡମିଟ ହେବା ବହୁତ କମ। ସ୍ଥିତି ଉପରେ ନଜର ରଖାଯାଇଛି ।
Trending
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
- ଆଜି ପବିତ୍ର ଦୋଳପୂର୍ଣ୍ଣିମା,ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡାକିଲେ ବିଧାୟକ ଦଳ ବୈଠକ
Prev Post
Next Post