ଭୁବନେଶ୍ବର: ଶେଷରେ ବରିଷ୍ଠ ନେତା ଦାମୋଦର ରାଉତଙ୍କ ଉପରୁ ହଟିଲା ବହିଷ୍କାର ଆଦେଶ। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦାମଙ୍କ ଉପରୁ ବହିଷ୍କାର ଆଦେଶ ଉଠାଇଛନ୍ତି । ୨୦୧୮ରେ ବିଜେଡିରୁ ବହିଷ୍କୃତ ହୋଇଥିଲେ ଦାମ ରାଉତ। ବହିଷ୍କାର ପରେ ବିଜେପିରେ ଯୋଗ ଦେଇ ୨୦୧୯ ନିର୍ବାଚନରେ ବିଜେପି ଟିକେଟରୁ ବାଲିକୁଦା-ଏରସମାରୁ ଲଢି ପରାଜିତ ହୋଇଥିଲେ। ଅନ୍ୟପଟେ ଦାମୋଦର ରାଉତଙ୍କ ଉପରୁ ବିଜେଡି ବହିଷ୍କାର ପ୍ରତ୍ୟାହାର କରିବା ପରେ ପ୍ରତିକ୍ରିୟା ରଖିଛନ୍ତି ପୁଅ ସମ୍ବିତ ରାଉତରାୟ । ସେ କହିଛନ୍ତି ବିଜେଡିରୁ ବହିଷ୍କାର ପରେ ବାପା ବିଜେପିରେ ଯୋଗଦେବା ଭୁଲ ନିଷ୍ପତ୍ତି ଥିଲା।
Trending
- ଶୁଭମିତ୍ରା ହତ୍ୟାକାରୀ ଦୀପକଙ୍କ ଗୁମର ଫିଟୁଛି
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
Next Post