ଜାପାନରେ ଶକ୍ତିଶାଳୀ ଭୂକମ୍ପ ହୋଇଥିବା ବେଳେ ଏବେ ପର୍ଯ୍ୟନ୍ତ ମୃତ୍ୟୁ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ମୃତ୍ୟୁ ସଂଖ୍ୟା ବଢ଼ି ଏବେ ସୁଦ୍ଧା ୩୦ରେ ପହଞ୍ଚିଲାଣି। ଆହୁରି ୧୫୫ ଜଣ ସେଠାରେ ଫସି ରହିଛନ୍ତି ବୋଲି ଅନୁମାନ କରାଯାଉଛି।୨୦୨୪ର ପ୍ରଥମ ଦିନରେ ଘଟିଥିବା ଏହି ବଡ଼ ଭୂକମ୍ପରେ ବଞ୍ଚିଥିବା ଲୋକଙ୍କୁ ଖୋଜିବା ପାଇଁ ଜାପାନର ଉଦ୍ଧାରକାରୀମାନେ ମଙ୍ଗଳବାର ଘଣ୍ଟା ଘଣ୍ଟା ଧରି ପରିଶ୍ରମ କରି ଚାଲିଛନ୍ତି।ସୋମବାରରୁ ପ୍ରାୟ ୧୫୫ ରୁ ଅଧିକ ଭୂକମ୍ପ ହୋଇଥିବା ବେଳେ ଅଧିକାଂଶ ୭.୬ ତୀବ୍ରତାର ଥିବା ରେକର୍ଡ ହୋଇଛି। ବାକିଗୁଡ଼ିକ ୬ ତୀବ୍ରତାରୁ ଅଧିକ ରହିଛି।
Trending
- ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ନକ୍ସଲ ନିପାତ
- ୪ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଆମେରିକାର ଉପରାଷ୍ଟ୍ରପତି
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
- ଆଜି ଓଡିଶା ଆସିବେ ପି.କେ. ମିଶ୍ର
Next Post