- ଉମରକୋଟ: 5T ତଥା ଆମ ଓଡ଼ିଶା ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ୍ ଙ୍କ ନବରଙ୍ଗପୁର ଜିଲ୍ଲାର ରାଇଘର ଗସ୍ତ । ସଭାରେ ପ୍ରାୟ ୪୫ ମିନିଟ ଧରି ଉପସ୍ଥିତ ରହିବା ପରେ ସେ ଲକ୍ଷ୍ମୀପୁରକୁ ଗସ୍ତ କରିବେ ବୋଲି ସୂଚନା ମିଳିଛି । ଗତ ଦୁଇ ଦିନ ଧରି ଜିଲ୍ଲାସ୍ତରୀୟ ଅଧିକାରୀ ତଥା ଜିଲ୍ଲା ପୁଲିସ ପ୍ରଶାସନର ଘନ ଘନ ରାଇଘର ଗସ୍ତ ରହିଥିବା ବେଳେ ଏହିି କାର୍ୟ୍ୟକ୍ରମ ଅବସରରେ ଟ୍ରାଫିକ ଓ ସୁରକ୍ଷା ବ୍ୟବସ୍ଥାକୁ ଅନୁଧ୍ୟାନ କରିବାକୁ ବିଭିନ୍ନ ଅଧିକାରୀ ନିୟୋଜିତ ରହିଛନ୍ତି । ସେଠାରେ ବିଜେଡ଼ିର ଏକ ସାଧାରଣ ସଭାରେ ଯୋଗ ଦେବା ସହିତ ଲୋକଙ୍କ ଅଭିଯୋଗ ପତ୍ର ଗ୍ରହଣ କରିବେ ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post