ଚୀନ ବିରୋଧୀ ଭାବେ ଜଣାଶୁଣା ଶାସକ ଡେମୋକ୍ରାଟିକ ପ୍ରୋଗ୍ରେସିଭ ପାର୍ଟି-DPPର ରାଷ୍ଟ୍ରପତି ପ୍ରାର୍ଥୀ ଥିଲେ ଲାଇ ଚିଙ୍ଗତେ। ମୁଖ୍ୟ ବିରୋଧୀ ଦଳ କୋମିଙ୍ଗଟାନ-KMTର ପ୍ରାର୍ଥୀ ହୋ ୟୁଇ ଏବଂ ତାଇୱାନ ପିପୁଲ୍ସ ପାର୍ଟି-TPPର ରାଷ୍ଟ୍ରପତି ପ୍ରାର୍ଥୀ ତଥା ତାଇପେଇର ପୂର୍ବତନ ମେୟର କୋ ଓ୍ବେନ ଜେ ପରାସ୍ତ ହୋଇଛନ୍ତି।ନିର୍ବାଚନ ପୂର୍ବରୁ ଲାଇଙ୍କୁ ଜଣେ ବିପଜ୍ଜନକ ବିଚ୍ଛିନ୍ନତାବାଦୀ ଭାବେ ଚିତ୍ରଣ କରିଥିଲା ଚୀନ । ତାଇଓ୍ବାନରେ ଶାନ୍ତି ବଜାୟ ରଖିବା ଲାଗି ଘୋଷଣା କରିଛନ୍ତି ନୂଆ ରାଷ୍ଟ୍ରପତି । ତାଇଓ୍ବାନ ଉପରେ ଚୀନର ସାମରିକ ଓ ଅର୍ଥନୈତିକ ଆଧିପତ୍ୟ ବଢୁଥିବା ସତ୍ତ୍ବେ ଏହି ନିର୍ବାଚନ ହୋଇଥିଲା। ଶାସକ ଡେମୋକ୍ରାଟିକ ପ୍ରୋଗ୍ରେସିଭ ପାର୍ଟି-DPPର ରାଷ୍ଟ୍ରପତି ପ୍ରାର୍ଥୀ ଲାଇ ଚିଙ୍ଗତେ ହୋଇଥିବାବେଳେ ମୁଖ୍ୟ ବିରୋଧୀ ଦଳ କୋମିଙ୍ଗଟାନ-KMTର ରାଷ୍ଟ୍ରପତି ପ୍ରାର୍ଥୀ ଥିଲେ ହୋ ୟୁଇ। ତାଇଓ୍ବାନ ପିପୁଲ୍ସ ପାର୍ଟି-TPPର ରାଷ୍ଟ୍ରପତି ପ୍ରାର୍ଥୀ ଥିଲେ କୋ ଓ୍ବେନ ଜେ।
Trending
- ଧର୍ମଶାଳା ପରେ ବଡ଼ଚଣାରେ ବିଜେଡିକୁ ଝଟ୍କା
- ଆମେ ଆମର ନୈତିକ ମୂଲ୍ୟବୋଧର ସ୍ତରକୁ ତଳକୁ ଖସିଯିବାକୁ ଦେବା ଉଚିତ ନୁହେଁ
- ମହିଳା ନିଯୁକ୍ତି ହାର ଦ୍ୱିଗୁଣିତ ହୋଇଛି
- ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ମହୋତ୍ସବ
- ରାଜ୍ୟ ସରକାରଙ୍କ ପକ୍ଷରୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ
- ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ
- ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପତି
- ପୁଲିସ୍ ଏସ୍ଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ
- ବାୟୁ ପ୍ରତିରକ୍ଷା ଯୁଦ୍ଧାସ୍ତ୍ର ପ୍ରଣାଳୀର ପ୍ରଥମ ସଫଳ ପରୀକ୍ଷଣ
- ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ସମ୍ମିଳନୀ
Prev Post
Next Post