ଜଣଙ୍କ ପରେ ଜଣେ କଂଗ୍ରେସ ନେତା ଜଳ ଛାଡି ଚାଲିଯାଉଛନ୍ତି । ଏହାରି କ୍ରମରେ କଂଗ୍ରେସ ସହ ଦୀର୍ଘ ଦିନର ସମ୍ପର୍କ ଛିନ୍ନ କରିଛନ୍ତି ମିଲିନ୍ଦ ଦେଓରା । ସେ ହେଉଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ମୁରଲୀ ଦେଓରାଙ୍କ ପୁଅ । ସେ କହିଛନ୍ତି ଆଜିଠାରୁ କଂଗ୍ରେସ ସହ ତାଙ୍କ ପରିବାରର ଥିବା ୫୫ ବର୍ଷର ସମ୍ପର୍କକୁ ସେ ଛିନ୍ନ କରିବା ସହ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଉଛନ୍ତି । ମୁମ୍ବାଇ ସାଉଥ ଲୋକସଭା ନିର୍ବାଚନ ମଣ୍ଡଳୀରେ ଲଢିବା ଲାଗି ଆଶାୟୀ ଥିଲେ ମିଲିନ୍ଦ । ତେବେ ଏହି ଆସନ ଶିବସେନା ଉଦ୍ଧବ ଠାକରେ ଗୋଷ୍ଠୀ ଛାଡିବାକୁ ପ୍ରସ୍ତୁତ ନଥିବାରୁ ସେ ଅସନ୍ତୁଷ୍ଟ ଥିଲେ । ସେ ୨୦୦୪ରୁ ୨୦୦୯ ଏବଂ ୨୦୦୯ରୁ ୨୦୧୪ ଯାଏ ମୁମ୍ବାଇ ସାଉଥ ଆସନରୁ ସାଂସଦ ଥିବା ସହ କେନ୍ଦ୍ରମନ୍ତ୍ରୀ ଥିଲେ । ସେ ସିନ୍ଦେଙ୍କ ଶିବସେନାରେ ସାମିଲ ହେବା ନେଇ ଚର୍ଚା ହେଉଛି ।
Trending
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ
Next Post