ପୁରୀ: ପୁରୀରେ 5T ତଥା ନବୀନ ଓଡିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଆଜି ସେ ପୁରୀ ଯାଇ ସର୍ବ ପ୍ରଥମେ ଲୋକାର୍ପିତ ହୋଇଥିବା ପରିକ୍ରମା ପ୍ରକଳ୍ପରେ ଥିବା ମାର୍ଗରେ ପ୍ରଦୀକ୍ଷଣ କରିଥିଲେ। ଶ୍ରୀମନ୍ଦିର ଚାରିପଟେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ପରିକ୍ରମା ପ୍ରକଳ୍ପ ରାଜ୍ୟ ସରକାରଙ୍କ ବୃହତ କାମ ହୋଇଥିବା ବେଳେ ଏଥିରେ ବିଭିନ୍ନ ବ୍ୟବସ୍ଥା କରାଯାଇଛି। ପରିକ୍ରମା ମାର୍ଗ ପ୍ରସ୍ତୁତ ହୋଇଥିବା ବେଳେ ନିଜେ ପାଣ୍ଡିଆନ ଏହି ପ୍ରଦୀକ୍ଷଣ ମାର୍ଗରେ ଚାଲି ଚାଲି ଶ୍ରୀମନ୍ଦିରର ପ୍ରଦୀକ୍ଷଣ କରିଛନ୍ତି। ନଅ ଥର ଶ୍ରୀମନ୍ଦିର ଚାରିପଟେ ଚାଲି ଚାଲି ପ୍ରଦକ୍ଷିଣ କରିଥିଲେ ଫାଇଭ ଟି ଅଧ୍ୟକ୍ଷ ।ପ୍ରଦୀକ୍ଷଣ ପରେ ସେ ନିଜ ପରିବାର ସହ ଶ୍ରୀମନ୍ଦିର ଭିତରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ।
Trending
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
Next Post