ରାଜ୍ୟରେ ଏବେ ଶୀତର ଲହରୀ ଜାରି ରହିଛି । ତେବେ ଏସବୁ ଭିତରେ ପାଣିପାଗକୁ ନେଇ ବଡ଼ ସୂଚନା ରହିଛି । ୬ ଦିନ ହେବ ପ୍ରବଳ ବର୍ଷା !ସକାଳୁ ୨୦ ଜିଲ୍ଲାରେ ଘନ କୁହୁଡି ନେଇ ୟଲୋ ଆଲର୍ଟ ଜାରି ହୋଇଛି । ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ଢେ଼ଙ୍କାନାଳ, ମୟୁରଭଂଜ, ଅନୁଗୁଳ, ବଲାଙ୍ଗୀର, ସୋନପୁର ଓ ବୌଦ୍ଧରେ ଘନ କୁହୁଡି ଦୃଶ୍ୟମାନ ହେବ ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post