ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଜାନୁଆରି ୨୩ ତାରିଖ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଜୟନ୍ତୀ ଦିନ ଠାରୁ ଓଡ଼ିଶାର କୋଣ ଅନୁକୋଣରେ ପରିବାର ସମ୍ପର୍କ ଅଭିଯାନ ବା “ଘରେ ଘରେ ଶଙ୍ଖ” କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଥିବା ବେଳେ ଘୁ. ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦ ଅଞ୍ଚଳରେ ମଧ୍ୟ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।ଏହି କାର୍ଯ୍ୟକ୍ରମ ବିଜ୍ଞାପିତ ଅଞ୍ଚଳ ପରିଷଦର ୱାର୍ଡ ନମ୍ବର ୧ ପଦାସାହି ଠାରୁ ଆଜି ଆରମ୍ଭ ହୋଇଛି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post