ଆଜି ୭୫ ତମ ସାଧାରଣତନ୍ତ୍ର ଦିବସ । ଦିଲ୍ଲୀଠୁ ପଲ୍ଲୀ ସବୁଠି ଉତ୍ସବର ମହୋଲ
ଆଜି ଦେଶ ପାଳୁଛି ୭୫ ତମ ସାଧାରଣତନ୍ତ୍ର ଦିବସ । ଦିଲ୍ଲୀଠୁ ପଲ୍ଲୀ ସବୁଠି ଉତ୍ସବର ମହୋଲ । ନୂଆ ଦିଲ୍ଲୀର କର୍ତ୍ତବ୍ୟ ପଥ ପ୍ରଜ୍ଞାପନ ମେଢ ଧାଡ଼ି ଧାଡ଼ି ହୋଇ ଚାଲିଛି । ଏଥର ଦିଲ୍ଲୀରେ ବି ଦେଖିବାକୁ ମିଳିବ ଓଡ଼ିଶାର ମେଢ । ଇଣ୍ଡିଆଗେଟର କର୍ତ୍ତବ୍ୟ ପଥରେ ଏକ ବିଶାଳ ପରେଡ୍ ଦେଖିବାକୁ ମିଳିଛି। ପରେଡ ସହିତ ବିଭିନ୍ନ ରାଜ୍ୟର ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଆୟୋଜିତ ହେଉଛି।