ସରକାରୀ ଚାକିରି ଆଶାୟୀଙ୍କ ପାଇଁ ଆସିଛି ଏକ ଖୁସି ଖବର । ୧୦,୨୮୫ଟି ହୋମ ଗାର୍ଡ ପଦରେ ନିଯୁକ୍ତି ଦିଆଯିବ । ଏନେଇ ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଦ୍ୱାଦଶ ପାସ୍ କରିଥିବା ପ୍ରାର୍ଥୀମାନେ ଏହି ପଦ ପାଇଁ ଆବେଦନ କରିପାରିବେ । ଏହି ନିଯୁକ୍ତି ସମ୍ବନ୍ଧୀୟ ସବିଶେଷ ତଥ୍ୟ ପାଇବା ପାଇଁ ପ୍ରାର୍ଥୀମାନେ ତଳେ ଦିଆଯାଇଥିବା ଅଫିସିଆଲ ଲିଙ୍କକୁ ଯାଇ ସବିଶେଷ ତଥ୍ୟ ପାଇ ପାରିବେ ।ଦିଲ୍ଲୀ ଡାଇରେକ୍ଟୋରେଟ୍ ଜେନେରାଲ ଅଫ୍ ହୋମ୍ ଗାର୍ଡ (ଡିଜିଏଚଜି) ପକ୍ଷରୁ ଏହି ନିଯୁକ୍ତି ସୁଯୋଗ ଆସିଥିବା ବେଳେ ଏନେଇ ବିଜ୍ଞପ୍ତି ମଧ୍ୟ ଜାରି କରାଯାଇଛି । ଜାନୁଆରୀ ମାସ ୨୪ ତାରିଖରୁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ଫେବୃଆରୀ ୧୩ ତାରିଖରେ ସମାପ୍ତ ହେବ । ଶିକ୍ଷାଗତ ଯୋଗ୍ୟତା ଦ୍ୱାଦଶ ପାସ୍ ରହିଛି । ଏକ୍ସ-ସର୍ଭିସମେନ / ଏକ୍ସ-ସିଆରପିଏଫ କର୍ମଚାରୀଙ୍କ ପାଇଁ ଶିକ୍ଷାଗତ ଯୋଗ୍ୟତା ଦଶମ ପାସ୍ ରହିଛି ।
Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Next Post