ପାଟନା: ବିହାର ରାଜନୀତିରେ ଭାଙ୍ଗିପାରେ ଆରଜେଡି-ଜେଡିୟୁ ମେଣ୍ଟ । ଜେଡିୟୁ-ବିଜେପି ଏକାଠି ହେଲେ ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇପାରନ୍ତି । ବିଜେପିରୁ ଦୁଇଜଣ ଉପ-ମୁଖ୍ୟମନ୍ତ୍ରୀ ହେବା ନେଇ ଆଲୋଚନା ହେଉଛି। ଏହି ସମୟରେ ଆଉ ଏକ ବଡ ଖବର ହେଉଛି ଯେ, ଜେଡିୟୁ ତାର ସବୁ କାର୍ଯ୍ୟକ୍ରମକୁ ବାତିଲ କରିଦେଇଛି। ଏହା ସହ ନିଜ ନିଜ ଅଞ୍ଚଳରେ ପତାକା ଉତ୍ତୋଳନ ଦାୟିତ୍ୱରେ ଥିବା ମନ୍ତ୍ରୀମାନଙ୍କୁ ମଧ୍ୟ ଆଜି ପାଟନାକୁ ଫେରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହା ସହ ଅନେକ ବିଧାୟକଙ୍କୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ଆରଜେଡିର ନେତାମାନେ ଏବେ କିଛି କହିବାକୁ ଚାହୁଁନାହାଁନ୍ତି । ଦୁଇ ଦିନ ଭିତରେ ସବୁ ସ୍ପଷ୍ଟ ହୋଇଯିବ ବୋଲି କୁହାଯାଉଛି ।
Trending
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
Next Post