ଆଜିଠୁ ପ୍ରବଳ ଜାଡ ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଶୀତ ସହ ଘନ କୁହୁଡ଼ି ଅସ୍ତବ୍ୟସ୍ତ କରିବ।ତେବେ ଉତ୍ତର-ପଶ୍ଚିମ ଦିଗରୁ ଓଡ଼ିଶାକୁ ବହୁଛି ଥଣ୍ଡା ଶୁଷ୍କ ପବନ । ଏହାରି ପ୍ରଭାବରେ ଦୁଇଦିନ ମଧ୍ୟରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ। ଆଭ୍ୟନ୍ତରୀଣ ଓଡିଶାରେ ଶୀତ ଲହରୀ ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ପ୍ରବଳ ଜାଡ ନେଇ ସୁନ୍ଦରଗଡ, ଦେବଗଡ଼, କେନ୍ଦୁଝର, ଅନୁଗୁଳ ଓ ଝାରସୁଗୁଡାକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ଘନ କୁହୁଡି ନେଇ ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାକୁ ସତର୍କ କରାଇଛି।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Prev Post
Next Post