ରାଜ୍ୟ ପାଇଁ ପ୍ରଭାରୀ ତାଲିକା ଘୋଷଣା କରିଛି ଦଳ। ବିଜୟ ସିଂହ ତୋମାରଙ୍କୁ ଓଡ଼ିଶା ପ୍ରଭାରୀ ଭାବେ ନିଯୁକ୍ତ କରାଯାଇ ଥିବାବେଳେ ଲତା ଉସେଣ୍ଡିଙ୍କୁ ଓଡ଼ିଶା ସହ ପ୍ରଭାରୀ ଦାୟିତ୍ୱ ମିଳିଛି। ୨୦୧୪ ନିର୍ବାଚନରେ ଉତ୍ତର ପ୍ରଦେଶ ପ୍ରଭାରୀ ଦାୟିତ୍ୱ ତୁଲାଇ ଥିଲେ ଅମିତ ଶାହ। ଏହାପରେ ୨୦୧୯ରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆଉ ଏବେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କୁ ଦେଶର ସର୍ବବୃହତ୍ତ ଜନସଂଖ୍ୟା ବିଶିଷ୍ଟ ରାଜ୍ୟ ଉତ୍ତର ପ୍ରଦେଶ ଦାୟିତ୍ୱ ମିଳିଛି। ସେହିପରି, କେରଳ ପ୍ରଭାରୀ ଭାବେ ପ୍ରକାଶ ଜାଭେଦକରଙ୍କୁ ନିଯୁକ୍ତ କରାଯାଇ ଥିବାବେଳେ ପଞ୍ଜାବରେ ବିଜୟ ରୂପାଣୀ ଓ ନରିନ୍ଦର ସିଂହଙ୍କୁ ପ୍ରଭାରୀ ଦାୟିତ୍ୱ ମିଳିଛି। ତାମିଲନାଡୁର ଅରବିନ୍ଦ ମେନନ ଓ ସୁଧାକର ରେଡ୍ଡୀ, ପଶ୍ଚିମବଙ୍ଗର ମଙ୍ଗଲ ପାଣ୍ଡେ, ଅମିତ ମାଲବ୍ୟ ଏବଂ ଆଶା ଲକଡ଼ାଙ୍କୁ ପ୍ରଭାରୀ କରାଯାଇଛି।
Trending
- ବନ୍ୟଜନ୍ତୁ ଆକ୍ରମଣ ମୃତ୍ୟୁକାଳୀନ ସହାୟତା ରାଶି ବୃଦ୍ଧି
- ଲାଞ୍ଚ ନେଇ ଜେଲ ଗଲେ ଉପଜିଲ୍ଲାପାଳ
- କେରଳ ଉପକୂଳରେ ସିଙ୍ଗାପୁରର କଣ୍ଟେନର ଜାହାଜ ରେ ବିସ୍ଫୋରଣ
- ଦେଶର ଦ୍ବିତୀୟ ସର୍ବବୃହତ ଭାୟାଡକ୍ଟ ସେତୁ ଓଡ଼ିଶାରେ ନିର୍ମାଣ ,୨୦୨୬ ମାର୍ଚ୍ଚ ସୁଦ୍ଧା ସମ୍ପୂର୍ଣ୍ଣ ସେତୁ ନିର୍ମାଣ କାର୍ଯ୍ୟ ଶେଷ
- ହନିମୁନକୁ ନେଇ ସ୍ବାମୀଙ୍କୁ ହତ୍ୟା କରିଥିଲେ ସ୍ତ୍ରୀ ସୋନମ୍
- ଓଡ଼ିଶା ମଣ୍ଡପ ପାଇଁ ଭୁବନେଶ୍ବରର ଚନ୍ଦ୍ରଶେଖରପୁରରେ ଜାଗା ଚିହ୍ନଟ
- ଆମେ ପ୍ରତିଶ୍ରୃତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକ ମୃତ
- ଯବାନଙ୍କ ଗୁଳିରେ 7 ମାଓବାଦୀ ଗିରଫ
- କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ,ଡାକ୍ତରଖାନାରେ ଭର୍ତ୍ତି
Prev Post