ସିରିଆ ସୀମା ନିକଟ ଉତ୍ତରପୂର୍ବ ଜୋର୍ଡ଼ାନରେ ଆମେରିକୀୟ ସେନା କ୍ୟାମ୍ପ ଉପରେ ଏହି ଡ୍ରୋନ୍ ଆକ୍ରମଣ ହୋଇଥିଲା । ଇସରାଏଲ ଏବଂ ହମାସ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ପରେ ପ୍ରଥମ ଥର ପାଇଁ ଆମେରିକୀୟ ସୈନିକଙ୍କୁ ଟାର୍ଗେଟ କରାଯାଇଛି । ଏହି ଆକ୍ରମଣରେ ୩ ଜଣ ଆମରିକୀୟ ସୈନିକଙ୍କ ମୃତ୍ୟୁକୁ ନେଇ ଶୋକ ପ୍ରକାଶ କରି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ବାଇଡେନ୍ । ଏଥିପାଇଁ ଇରାନକୁ ଦାୟି କରିଲା ଆମେରିକା । ଏହା ସହ ଇରାନ ସମର୍ଥିତ ଆତଙ୍କବାଦୀ ଗୋଷ୍ଠୀ ଏହି ଆକ୍ରମଣ କରିଥିବା କହିଛି । ତେବେ ଏହି ଘଟଣାକୁ ନିନ୍ଦା କରିବା ସହ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଲେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post