ଆଜି ଓଡ଼ିଶା ଆସୁଛନ୍ତି ମଲ୍ଲିକାର୍ଜୁନ ଖଡ଼ଗେ । ୧୧ଟା ୪୫ରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ । ଫେବ୍ରୁଆରୀ ୧ରୁ କଂଗ୍ରେସର ବସ୍ ଯାତ୍ରା ଆରମ୍ଭ ହେବ । ଏହି କାର୍ଯ୍ୟକ୍ରମରେ ସାମିଲ ହେବେ ୫୦ ହଜାର କର୍ମୀ । ବୁଥ କମିଟି, ଜିଲ୍ଲା ଓ ବ୍ଲକ ସଭାପତି ସାମିଲ ହେବେ । ନେତାଙ୍କୁ ନେଇ ସାରା ଓଡ଼ିଶା ବୁଲା କାର୍ଯ୍ୟକ୍ରମ ରଖିଛି କଂଗ୍ରେସ ।
Trending
- ମୁମ୍ବାଇ ବିମାନବନ୍ଦରରୁ ଯାତ୍ରୀଙ୍କ ବ୍ୟାଗରୁ ୨୯ଟି ବିଦେଶୀ ବନ୍ୟଜନ୍ତୁଙ୍କୁ ଜବତ କରିଛି କଷ୍ଟମ ବିଭାଗ
- ସମ୍ବଲପୁରରୁ ଆସିଛି ବଡ଼ ଅଘଟଣ,ବାଇକ ଚେନ୍ କ୍ରାଙ୍କରେ ପିଟି ପିଟି ମାଆ ଝିଅଙ୍କୁ ବୀଭତ୍ସ ହତ୍ୟା
- ‘ୱି ଦି ଲିଡର’ ଆନ୍ଦୋଳନର ଶୁଭାରମ୍ଭ କରିଛନ୍ତି କେ. ଆନ୍ନାମଲାଇ,ମାତ୍ର କେଇ ଘଣ୍ଟା ମଧ୍ୟରେ ୧୫ ଲକ୍ଷରୁ ଅଧିକ ଲୋକ ଏଥିରେ ସାମିଲ ହୋଇ ଏକ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି
- ମୃତ ସୌମ୍ୟଙ୍କ ମୌଜପୁର ଘରେ ଖୋଳତାଡ଼ କରୁଛନ୍ତି କ୍ରାଇମବ୍ରାଞ୍ଚ ଟିମ୍,ହାତଲେଖା ଡାଇରୀ ଜବତ କରିବା ପାଇଁ ଏହି ଟିମ୍ ତାଙ୍କ ଘରେ ପହଞ୍ଚିଛି
- ୬ ଦିନିଆ ଦିଲ୍ଲୀ ଗସ୍ତ ସାରି ଓଡ଼ିଶା ଫେରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
- ପାଟନା ସିଭିଲ କୋର୍ଟରେ ଗୁଳିକାଣ୍ଡ ମାମଲାରେ ଚର୍ଚ୍ଚିତ ଶିକ୍ଷକ ଖାନ୍ ସାର୍
- ରାଜ୍ୟରେ ମୋଟ ୩,୭୯୩.୩୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବାକୁ ଯାଉଥିବା ବେଳେ ୧୯,୯୨୪ ଜଣଙ୍କ ପାଇଁ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ
- ଅନ୍ତର୍ଜାତୀୟ ରଜ ଉତ୍ସବ ଉପରେ କାଳବୈଶାଖୀ ମାଡ଼,ବ୍ୟବସାୟୀଙ୍କ ସାମଗ୍ରୀରେ ପାଣି ପଶି ଲକ୍ଷାଧିକ ଟଙ୍କାର କ୍ଷତି ହୋଇଛି
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
- କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
Prev Post
Next Post