ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମେଦୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମର ୭ମ ସଂସ୍କରଣ । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଛାତ୍ରଛାତ୍ରୀ, ଅଭିଭାବକ ଓ ଶିକ୍ଷକଙ୍କୁ ସମ୍ବୋଧିତ କରି ପରୀକ୍ଷା ବିଷୟରେ ଆଲୋଚନା କରିବେ । ‘ପରୀକ୍ଷା ପେ ଚର୍ଚ୍ଚା’ର କାର୍ଯ୍ୟକ୍ରମ ପାଇଁ ୨ କୋଟିରୁ ଅଧିକ ଛାତ୍ରଛାତ୍ରୀ, ଅଭିଭାବକ ଓ ଶିକ୍ଷକ ପଞ୍ଜୀକରଣ କରିଛନ୍ତି । ନୂଆଦିଲ୍ଲୀ ସ୍ଥିତ ଭାରତ ମଣ୍ଡପମ୍, ଆଇଟିପିଓ, ପ୍ରଗତି ମଇଦାନରେ ପୂର୍ବାହ୍ନ ୧୧ଟାରୁ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।
Trending
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
Prev Post
Next Post