ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ତାହାକୁ ନଜରରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୩ ଦିନିଆ ବିଦ୍ୟାଳୟ ସ୍ତରୀୟ ଉତ୍ସବ ମାଧ୍ୟମରେ ଓଡ଼ିଆ ଭାଷା ଓ ସଂସ୍କୃତିର ପ୍ରଚାର ପ୍ରସାର କରିବାକୁ ଲକ୍ଷ୍ୟ ରଖିଛି। ଛାତ୍ରଛାତ୍ରୀଙ୍କ ମଧ୍ୟରେ ସ୍ଥାନୀୟ ଭାଷା ପ୍ରତି ସକରାତ୍ମକ ମନୋଭାବ ଜାଗ୍ରତ କରିବାକୁ ପ୍ରତି ବିଦ୍ୟାଳୟରେ ଏହି ଦିନିକିଆ କାର୍ଯ୍ୟକ୍ରମ ଆୟୋଜିତ ହେବ। ଯାହାକି ସେମାନଙ୍କ ସ୍ଥାନୀୟ ସଂସ୍କୃତି ଓ ପରମ୍ପରାକୁ ପ୍ରୋତ୍ସାହିତ କରିବ। ବିଦ୍ୟାଳୟ ସ୍ତରୀୟ ଉତ୍ସବର ସର୍ବୋତ୍ତମ ପ୍ରକଳ୍ପଗୁଡ଼ିକ ବ୍ଲକସ୍ତରୀୟ ଉତ୍ସବରେ ୪ ତାରିଖରେ ପ୍ରଦର୍ଶିତ ହେବ। ଯଦି ସେହି ପ୍ରକଳ୍ପ ବ୍ଲକସ୍ତରରେ ମନୋନୀତ ହୁଏ, ତାହାକୁ ୫ ତାରିଖରେ ଜିଲ୍ଲାସ୍ତରୀୟ ଉତ୍ସବରେ ପ୍ରଦର୍ଶନ କରାଯିବ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Next Post