ରାଜଧାନୀ ଭୁବନେଶ୍ୱରରେ ଆସନ୍ତା ଫେବୃଆରୀ ୩ରୁ ଫେବ୍ରୁଆରୀ ୯ ତାରିଖ ପର୍ଯ୍ୟନ୍ତ ଏହି ଉତ୍ସବ ପାଳନ ହେବ। ବୁଧବାର ଲୋକସେବା ଭବନରେ ସମ୍ମିଳନୀ କକ୍ଷରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏକାମ୍ର ଉତ୍ସବ ସମ୍ପର୍କରେ ସୂଚନା ପ୍ରଦାନ କରାଯାଇଛି। ଏହି ସମ୍ମିଳନୀରେ ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ୍ (ବିଏମସି) ର ମେୟର ସୁଲୋଚନା ଦାସ, ବିଡିଏ ଉପାଧ୍ୟକ୍ଷ ବଲୱନ୍ତ ସିଂ, ଏକାମ୍ର ଉତ୍ସବ ସ୍ପେଶାଲ ଡ୍ୟୁଟିରେ ମତ୍ସ୍ୟ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ସିଦ୍ଦିକ ଆଲାମ, ବିଏମସି କମିଶନର ବିଜୟ ଅମୃତା କୁଲାଙ୍ଗେ, ବିଡିଏ ସଚିବ କବିନ୍ଦ୍ର କୁମାର ସାହୁ ପ୍ରମୁଖ ଉପସ୍ଥିତି ଥିଲେ।
Trending
- କାଳ ବୈଶାଖି ପରେ ରାଜ୍ୟରେ ଉପରମୁହାଁ ପାରଦ
- ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ନକ୍ସଲ ନିପାତ
- ୪ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଆମେରିକାର ଉପରାଷ୍ଟ୍ରପତି
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
Prev Post
Next Post