ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ଘାଣ୍ଟିବ ଘନ କୁହୁଡି। ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘନ କୁହୁଡିର ଆସ୍ତରଣ ନେଇ ସତର୍କତା ଜାରି କରାଯାଇଛି। ଆସନ୍ତା କାଲି ଘନ କୁହୁଡି ପାଇଁ ୧୦ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ ଏବଂ ଝାରସୁଗୁଡାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେହିଭଳି ୪ ତାରିଖରେ ଘନ କୁହୁଡି ନେଇ ୬ଟି ଜିଲ୍ଲାକୁ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର।
Trending
- ଆସନ୍ତାକାଲି ଶ୍ରୀମନ୍ଦିରକୁ ବାହୁଡ଼ିବେ ଶ୍ରୀଜିଉ,ଆଜି ନବମୀ ତିଥିରେ ସନ୍ଧ୍ୟା ଦର୍ଶନ କରିବେ ଭକ୍ତ
- ଛାତ୍ରଙ୍କ ସମର୍ଥନରେ ବାହାରିଲେ ସାମାଜିକ କାର୍ଯ୍ୟକର୍ତ୍ତା ଆନ୍ନା ହଜାରେ,ମହାତ୍ମା ଗାନ୍ଧିଙ୍କ ପ୍ରତିମା ନିକଟରେ ୨ ଘଣ୍ଟା ମୌନ ବ୍ରତ କରିଛନ୍ତି ଆନ୍ନା
- ବିଲକୁ ଓଲଟିଲା ଘରୋଇ ବସ୍,୪୦ ଆହତ
- ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍,ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ