ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତର ସର୍ବୋଚ୍ଚ ନାଗରିକ ପୁରସ୍କାର ଭାରତ ରତ୍ନରେ ସମ୍ମାନୀତ କରାଯିବ । କେନ୍ଦ୍ରର ମୋଦୀ ସରକାର ବିଜେପିର ବରିଷ୍ଠ ନେତା ତଥା ପୂର୍ବ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନରେ ସମ୍ମାନିତ କରାଯିବା ନେଇ ଘୋଷଣା କରିଛନ୍ତି । ଯେତେବେଳେ ଲାଲକୃଷ୍ଣ ଆଡଭାନୀଙ୍କୁ ଏହି ଖବର ମିଳିଛି ସେତେବେଳେ ସେ ଭାବୁକ ହୋଇପଡିଥିଲେ । ଏହି କ୍ରମରେ ତାଙ୍କ ପ୍ରଥମ ଝଲକ ସାମ୍ନାକୁ ଆସିଛି ଯେଉଁଥିରେ ସେ ହାତ ଯୋଡି ଲୋକଙ୍କୁ ଅଭିବାଦନ କରୁଥିବାର ନଜର ଆସୁଛି ।
Trending
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ