ଭୁବନେଶ୍ବର: ମଙ୍ଗଳବାର ଓଡ଼ିଶା ପ୍ରବେଶ କରିବ କଂଗ୍ରେସର ଭାରତ ଯୋଡ଼ ଯାତ୍ରା। ଝାଡ଼ଖଣ୍ଡର ବାସଜୋଲ ପରେ ସୁନ୍ଦରଗଡ଼ ବୀରମିତ୍ରପୁରରେ ଏହି ଅଭିଯାନ ପହଞ୍ଚିବ। ବୀରମିତ୍ରପୁରର ବିଜାବାହାଲରେ ଅଭିଯାତ୍ରୀ କରିବେ ରାତ୍ରୀଯାପନ। ୭ ତାରିଖ ସକାଳେ ରାଉରକେଲା ଉଦିତ ନଗରରୁ ଆରମ୍ଭ ହେବ ପଦଯାତ୍ରା। ସକାଳ ୧୦ଟାରେ ପାନପୋଷରେ ସାଧାରଣ ସଭା ହେବ। ଅପରାହ୍ଣ ୨ଟାରେ ରାଜଗାଙ୍ଗପୁର ରାଣୀବନ୍ଧରେ ସାଧାରଣ ସଭା ହେବା ପରେ କୁତ୍ରା ଓ ବରଗାଁ ଯିବ। ଅପରାହ୍ଣ ସାଢେ ୪ଟାରେ ବସଷ୍ଟାଣ୍ଡ ଛକରୁ ପଦଯାତ୍ରା ଆରମ୍ଭ ହୋଇ ଷ୍ଟେଟବ୍ଯାଙ୍କ ଛକ ଯିବ। ସେଠାରେ ସାଧାରଣ ସଭା କାର୍ଯ୍ଯକ୍ରମ ରହିଛି। ଆସନ୍ତା ୮ ତାରିଖରେ ଝାରସୁଗୁଡାରେ ସାଧାରଣ ସଭା କାର୍ଯ୍ୟକ୍ରମ ରହିଛି।
Trending
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ