ମହିଳା ସ୍ୱାସ୍ଥ୍ୟକର୍ମୀ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତା ଫେବୃଆରୀ ୧୩ ତାରିଖରେ ଆରମ୍ଭ ହୋଇ ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ଜାରି ରହିବ ଏହି ଆବେଦନ ପ୍ରକ୍ରିୟା । ଉତ୍ତରାଖଣ୍ଡ ଚିକିତ୍ସା ସେବା ଚୟନ ବୋର୍ଡ ତରଫରୁ ଏହି ଭର୍ତ୍ତି ପାଇଁ ସୁଯୋଗ ପ୍ରଦାନ କରାଯାଇଛି । ବୋର୍ଡର ଅଫିସିଆଲ ୱେବସାଇଟ ukmssb.org ଜରିଆରେ ଇଚ୍ଛୁକ ପ୍ରାର୍ଥି ଏହି ପଦବୀ ପାଇଁ ଆବେଦନ କରିପାରିବେ ।ମହିଳା ସ୍ୱାସ୍ଥ୍ୟକର୍ମୀ ପଦବୀରେ ମୋଟ ୩୯୧ ସିଟ୍ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିରେ ଅନୁସୂଚିତ ଜାତି ପାଇଁ ୧୭, ଅନୁସୂଚିତ ଜନଜାତି ପାଇଁ ୧୧ ଏବଂ ପଛୁଆ ବର୍ଗ ପାଇଁ ୨୬ଟି ସିଟ୍ ଥିବା ବେଳେ ଆର୍ଥିକ ଦୁର୍ବଳ ବର୍ଗର ପ୍ରାର୍ଥିମାନଙ୍କ ପାଇଁ ୩୮ ଏବଂ ସାଧାରଣ ବର୍ଗ ପାଇଁ ୨୯୯ଟି ପଦବୀ କାଲି ରହିଛି । ଆବେଦନ ଫର୍ମ ଜାରି ହୋଇଥିବା ବିଜ୍ଞପ୍ତି ଅନୁସାରେ ଜମା କରିବାକୁ ହେବ ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post