ଜେଡିୟୁ ମୁଖ୍ୟ ନୀତୀଶ କୁମାର ଏନଡିଏରେ ସାମିଲ ହୋଇ ବିଜେପି ସହ ବିହାରରେ ସରକାର ଗଠନ କରିବା ପରେ ପ୍ରଥମ ଥର ପାଇଁ ମୋଦୀଙ୍କୁ ଭେଟିଛନ୍ତି। ତେବେ ନୀତିଶଙ୍କ ସହ ଗତ ଜାନୁଆରି ୨୮ ତାରିଖରେ ବିହାର ମହାମେଣ୍ଟ ଛାଡିଥିବା ସମସ୍ତ ଜେଡିୟୁ ନେତା ତାଙ୍କର ଏହି ପ୍ରଥମ ଦିଲ୍ଲୀ ଗସ୍ତ ସମୟରେ ଭାରତୀୟ ଜନତା ପାର୍ଟି (ବିଜେପି)ର ଶୀର୍ଷ ନେତୃତ୍ୱଙ୍କୁ ଭେଟିବେ ବୋଲି ଜଣାପଡିଛି। ଏହା ପୂର୍ବରୁ ସୋମବାର ବିହାରର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ଓ ବିଜୟ କୁମାର ସିହ୍ନା ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି।ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ବିଜେପିର ଶୀର୍ଷ ନେତାଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ବୈଠକରେ ବିହାର ରାଜ୍ୟସଭା ନିର୍ବାଚନ ସମ୍ପର୍କିତ ପ୍ରସଙ୍ଗରେ ଆଲୋଚନା ହୋଇପାରେ। ବର୍ତ୍ତମାନ ରାଜ୍ୟରେ ୬ଟି ରାଜ୍ୟସଭା ଆସନ ଖାଲି ପଡ଼ିଛି। ଖାଲି ପଡ଼ିଥିବା ଏହି ଆସନ ଗୁଡ଼ିକ ପାଇଁ ଫେବ୍ରୁଆରି ୨୭ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post