ତିନି ଜଣଙ୍କୁ ମିଳି ଭାରତ ରତ୍ନ। ଭାରତ ରତ୍ନ ଘୋଷଣା କଲେ କେନ୍ଦ୍ର ସରକାର। ପୂର୍ବ ପ୍ରଧାନମନ୍ତ୍ରୀ ନରସିହ୍ମା ରାଓଙ୍କୁ ଭାରତ ରତ୍ନ।ଚୌଧୁରୀ ଚରଣ ସିଂହଙ୍କୁ ଭାରତ ରତ୍ନ । ସେହିପରି ଡାକ୍ତର ଏମ.ଏସ ସ୍ୱାମୀନାଥଙ୍କୁ ମିଳିବ ଭାରତ ରତ୍ନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଏକ୍ସ’ରେ ଏହା ଘୋଷଣା କରିଛନ୍ତି। ମୋଦି କହିଛନ୍ତି ଯେ, ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂହଙ୍କୁ ଭାରତ ରତ୍ନରେ ସମ୍ମାନିତ କରାଯାଇଥିବାରୁ ଆମ ସରକାର ଭାଗ୍ୟବାନ ।ଏହି ସମ୍ମାନ ଦେଶ ପ୍ରତି ତାଙ୍କ ଅତୁଳନୀୟ ଅବଦାନ ପାଇଁ ସମର୍ପିତ । କୃଷକଙ୍କ ଅଧିକାର ଓ କଲ୍ୟାଣ ପାଇଁ ସେ ନିଜ ସମଗ୍ର ଜୀବନକୁ ଉତ୍ସର୍ଗ କରିଥିଲେ। ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ହୁଅନ୍ତୁ ବା ଦେଶର ଗୃହମନ୍ତ୍ରୀ ହୁଅନ୍ତୁ ଏବଂ ଜଣେ ବିଧାୟକ ଭାବରେ ମଧ୍ୟ ସେ ସର୍ବଦା ଦେଶ ନିର୍ମାଣକୁ ପ୍ରୋତ୍ସାହନ ଦେଇଥିଲେ ।
Trending
- ଓଏଏସ୍ ସ୍ତରରେ ଅଦଳବଦଳ
- ଭାରତର ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ୍ ଙ୍କ ରାଜନୈତିକ କ୍ୟାରିଅର୍ ସଂମ୍ପର୍କରେ ଜାଣନ୍ତୁ…..
- ମୋଦୀ ଯୁବା ମାରାଥନରେ ନିଶାମୁକ୍ତ ଭାରତର ବାର୍ତା ଦେବ ବିଜେପି ଯୁବମୋର୍ଚ୍ଚା
- ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି ସମଦୂରତା ରକ୍ଷାକରିବ
- ପୁଣି ବର୍ଷିଲେ ସୈାମ୍ୟ ରଞ୍ଜନ ପଟ୍ଟନାୟକ
- ନବୀନ ଦିଲ୍ଲୀରେ, ବିଜେଡି କାହାକୁ ଦେବ ଭୋଟ
- ରାଜ୍ୟ ରାଜନୀତିର ଦୁଇ ପ୍ରମୁଖ ଦଳ ବିଜେଡି ଆଉ ବିଜେପିର ମୁଖିଆ ଏବେ ଦିଲ୍ଲୀ ଗସ୍ତରେ
- ନବୀନ କାହାକୁ ସମର୍ଥନ କରିବେ ?
- ପିତୃପକ୍ଷ ଆରମ୍ଭ
- ନିର୍ମିତ ରୋପୱେ ଭାଙ୍ଗି 6 ମୃତ
Next Post