ସମ୍ବଲପୁର:ସମ୍ବଲପୁରରେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ପହଁଚି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି । ଭୋରୁ ମାଆ ସମଲେଶ୍ବରୀ ମନ୍ଦିର ଯାଇ ମାଆଙ୍କୁ ଦର୍ଶନ କରିବା ସହ ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି । ପରେ ମହାନଦୀ ହାଫ-ମାରାଥନର ଶୁଭାରମ୍ଭ କରିଛନ୍ତି । ସେଠାରୁ ଭୀମସାର ଯାଇ ବିଭିନ୍ନ ଉନ୍ନିତାମୂଳକ କାର୍ଯ୍ୟକ୍ରମ ସମ୍ପର୍କରେ ଅନୁଧ୍ଯାନ କରିବେ । ସାରା ଦିନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା ସହ କେନ୍ଦୁପତ୍ର ତୋଳାଳିଙ୍କୁ ସେ ଭେଟି ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post