ସ୍ଥାନୀୟ ହୋଟେଲ ମେ ଫେୟାର ଠାରେ ଏସିଆନ୍ ଆଫ୍ରିକାନ୍ ଚାମ୍ବର ଅଫ୍ କମର୍ସ ଆଣ୍ଡ୍ ଇଣ୍ଡଷ୍ଟ୍ରି (ଏଏସିସିଆଇ)ର ବିଶ୍ୱସ୍ତରୀୟ ବ୍ୟବସାୟିକ ସମ୍ମିଳନୀର ଦ୍ୱିତୀୟ ଦିବସରେ ଆଇଟି କନ୍କ୍ଲେଭ ଏବଂ ଗ୍ରୀନ୍
ଟେକ୍ନୋଲୋଜି ଉପରେ ଏକ ଉପସ୍ଥାପନା ପ୍ରଦର୍ଶିତ ହୋଇଥିଲା ।ଏହି ସମ୍ମିଳନୀକୁ ଏଏସିସିଆଇର ଯୁଗ୍ମ ସଚିବ ସୁସ୍ମିତା ମହାନ୍ତି ଉଦ୍ଘାଟନ କରିବା ସହିତ ସ୍ୱାଗତ ସମ୍ଭାଷଣ ଦେଇଥିଲେ ପରେ ସିଙ୍ଗାପୁରର ଶୋଭିତ ଭେଙ୍କଟ ଉମା ,ସମ୍ମାନନୀୟ ଅତିଥି ଭାବେ ଏହି କର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଏହି ସମ୍ମିଳନୀରେ ବିଶ୍ୱର ବିଭିନ୍ନ ପ୍ରାନ୍ତରୁ ପ୍ରତିନିଧିମାନେ ଯୋଗ ଦେଇଛନ୍ତି । କେନିଆର ଜେମ୍ସ ମ୍ୟୁର୍ୟୁ ମୁଖ୍ୟ ଅତିଥି ରୂପେ ଯୋଗ ଦେବା ସହିତ ତାଙ୍କର ବକ୍ତବ୍ୟ ରଖିଥିଲେ । ଏହି ସମ୍ମିଳନୀକୁ ଏଏସିସିଆଇର ସଭାପତି ଡଃ ଲୀତା ମହାପାତ୍ର ପରିଚାଳନା କରିଥିଲେ
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Next Post