ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ମଙ୍ଗଳବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୪୮୩(୪୮୨.୭୦) ପଏଣ୍ଟ ବଢି ୭୧,୫୫୫ (୭୧,୫୫୫.୧୯) ଅଙ୍କରେ କାରବାର ବନ୍ଦ ହୋଇଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ) ର ନିଫ୍ଟି-୫୦ରେ ମଧ୍ୟ ୧୨୭(୧୨୭.୨୦) ପଏଣ୍ଟ ବୃଦ୍ଧି ଘଟି ୨୧,୭୪୩ (୨୧,୭୪୩.୨୫) ଅଙ୍କରେ କାରବାର ଶେଷ ହୋଇଥିଲା।
Trending
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
Prev Post
Next Post