ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ । ପୁରୀ ଯାଇ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବା ସହ ଚଣ୍ଡିଖୋଲରେ ସାଧାରଣ ସଭାକୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦିଲ୍ଲୀ ରାଷ୍ଟ୍ରୀୟ କାର୍ଯ୍ୟକାରିଣୀରୁ ଫେରିବା ପରେ ଏନେଇ ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ମୋଦିଙ୍କ ଗସ୍ତ ନେଇ ଖୁବଶୀଘ୍ର ତାରିଖ ନିର୍ଦ୍ଧାରଣ କରାଯିବ। ଏହା ସହ 22ତାରିଖରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓଡ଼ିଶା ଗସ୍ତରେ ଆସିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି। ତେବେ ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫେବୃଆରୀ 3ରେ ସମ୍ବଲପୁର ଗସ୍ତରେ ଆସିଥିଲେ। ସମ୍ବଲପୁର ଆଇଆଇଏମର ଉଦଘାଟନ କରିବା ସହ ରେମେଡରେ ସାଧାରଣ ସଭାରେ ଯୋଗ ଦେଇଥିଲେ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post