ରାଜ୍ୟର ବଲାଙ୍ଗିର ଜିଲ୍ଲାରେ ଥିବା ବଡ଼ମାଳ ଗୋଳାବାରୁଦ କାରଖାନାରେ କିଛି ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯିବ । ପ୍ରାର୍ଥୀଙ୍କୁ ମାସିକ ୧୯,୯୦୦ ଟଙ୍କା ବେତନ ସହିତ ମହଙ୍ଗା ଭତ୍ତା ପ୍ରଦାନ କରାଯିବ । ପ୍ରାର୍ଥୀମାନେ ତଳେ ଦିଆଯାଇଥିବା ବିଜ୍ଞପ୍ତି ଲିଙ୍କକୁ ଯାଇ ନିଯୁକ୍ତି ସମ୍ବନ୍ଧୀୟ ସବିଶେଷ ତଥ୍ୟ ପାଇ ପାରିବେ ।ଅଣସଂରକ୍ଷିତଙ୍କ ପାଇଁ ୩୨ଟି, ଅନ୍ୟ ପଛୁଆ ବର୍ଗ (ଓବିସି) (ଏନସିଏଲ)ଙ୍କ ପାଇଁ ୨୦ଟି, ଅନୁସୂଚିତ ଜାତି (ଏସସି)ଙ୍କ ପାଇଁ ୧୧ଟି, ଅନୁସୂଚିତ ଜନଜାତି (ଏସଟି)ଙ୍କ ପାଇଁ ୫ଟି, ଆର୍ଥିକ କ୍ଷେତ୍ରରେ ପଛୁଆ ଶ୍ରେଣୀ (ଇଡବ୍ଲ୍ୟୁଏସ)ଙ୍କ ପାଇଁ ୭ଟି ଓ ପୂର୍ବ ସେନା କର୍ମଚାରୀଙ୍କ ପାଇଁ ୭ଟି ପଦ ଖାଲି ରହିଛି । ଚଳିତ ବର୍ଷ ଜାନୁଆରୀ ମାସ ପହିଲା ସୁଦ୍ଧା ପ୍ରାର୍ଥୀଙ୍କ ବୟସ ୩୫ ବର୍ଷ ହୋଇଥିବା ଆବଶ୍ୟକ । ବୟସ କୋହଳ ନିୟମ ଅନୁଯାୟୀ ଧାର୍ୟ୍ୟ କରାଯିବ । ମାର୍ଚ୍ଚ ମାସ ୩୦ ତାରିଖ ସୁଦ୍ଧା ଆବେଦନ ପତ୍ର ଗ୍ରହଣ କରାଯିବ ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post