ନିର୍ବାଚନ ପୂର୍ବରୁ ରାଜଧାନୀରେ କଡ଼ା ସୁରକ୍ଷା ବ୍ୟବସ୍ଥା ପାଇଁ ପଦକ୍ଷେପ ନିଆଯାଇଛି। ଏହି ପରିପ୍ରେକ୍ଷୀରେ ଆଜି ଭୁବନେଶ୍ବରରେ ୭୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ଫୋର୍ସ (ସିଏପିଏଫ) ପହଞ୍ଚିଛନ୍ତି। ପ୍ରଥମ ପର୍ଯ୍ୟାୟରେ ୧୫ କମ୍ପାନୀ ସିଏପିଏଫ ଆସିଥିଲେ। ଆଜି ଆଉ ୬୦ କମ୍ପାନୀ ଫୋର୍ସ ଆସିଲେ। ନିର୍ବାଚନ ପାଇଁ ଭୁବନେଶ୍ବରରେ କେନ୍ଦ୍ରୀୟ ଫୋର୍ସର ଫ୍ଲାଗ ମାର୍ଚ୍ଚ କରିଛନ୍ତି। ନିର୍ବାଚନ ପୂର୍ବରୁ ବିଭିନ୍ନ ଅଞ୍ଚଳରେ କେନ୍ଦ୍ରୀୟ ଫୋର୍ସର ଫ୍ଲାଗ ମାର୍ଚ୍ଚ ଅନୁଷ୍ଠିତ ହୋଇଛନ୍ତି। ଅପରାଧୀ ଓ ଅପରାଧିକ କାର୍ଯ୍ୟକଳାପକୁ ଚେକ ଦେବାକୁ ଫ୍ଲାଗମାର୍ଚ୍ଚ ହୋଇଥିବା ସୂଚନା ଦିଆଯାଇଛି। ରାଜଭବନ ଛକରୁ ଶିଶୁ ଭବନ ଛକ ପର୍ଯ୍ୟନ୍ତ ଫ୍ଲାଗ ମାର୍ଚ୍ଚ କରିଥିଲେ।
Trending
- ଗ୍ରୀନ୍ ଇଣ୍ଡିଆ ଚିଟ୍ ଫଣ୍ଡ୍ ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ବ୍ରହ୍ମପୁରରେ ଚଢ଼ାଉ କରିଛି
- ଗୁରୁବାର ପାଇଁ ମାଡ଼ ଖାଇଛି ଛାଡ଼ଖାଇ
- ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ,୧୩୧୪ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ୩କୋଟି ୭୫ଲକ୍ଷ ଭୋଟର
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
- ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ
Prev Post
Next Post