ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ତାତି ଅସହ୍ୟ ହୋଇଛି। ତେବେ ଏହି ତାତିରେ ଏବେ ବ୍ରେକ୍ ଲାଗିଛି। ଗରମର ପ୍ରଭାବ ସାମାନ୍ୟ ହ୍ରାସ ହେବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହୋଇଛି। ମଙ୍ଗଳବାର ସକାଳେ ରାଜଧାନୀ ସମେତ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ମଙ୍ଗଳବାର ଓ ବୁଧବାର ପାଗ ଶୁଖିଲା ରହିବ। ପୁଣି ୭ ତାରିଖରୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ପାଣିପେଗ କେନ୍ଦ୍ର ପକ୍ଷରୂ ସୂଚନା ଦିଆଯାଇଛି।
Trending
- ୨୯ ତାରିଖକୁ ସରକାରୀ ଛୁଟି ଘୋଷଣା ,ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
- ଧର୍ମଶାଳା ପରେ ବଡ଼ଚଣାରେ ବିଜେଡିକୁ ଝଟ୍କା
- ଆମେ ଆମର ନୈତିକ ମୂଲ୍ୟବୋଧର ସ୍ତରକୁ ତଳକୁ ଖସିଯିବାକୁ ଦେବା ଉଚିତ ନୁହେଁ
- ମହିଳା ନିଯୁକ୍ତି ହାର ଦ୍ୱିଗୁଣିତ ହୋଇଛି
- ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ମହୋତ୍ସବ
- ରାଜ୍ୟ ସରକାରଙ୍କ ପକ୍ଷରୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ
- ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ
- ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପତି
- ପୁଲିସ୍ ଏସ୍ଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ
- ବାୟୁ ପ୍ରତିରକ୍ଷା ଯୁଦ୍ଧାସ୍ତ୍ର ପ୍ରଣାଳୀର ପ୍ରଥମ ସଫଳ ପରୀକ୍ଷଣ
Prev Post
Next Post